ରଣଜୀ ଟ୍ରଫି: ବରୋଦା ନିକଟରୁ ହାରିଲା ଓଡିଶା
କଟକ: ରଣଜୀ ଟ୍ରଫି କ୍ରିକେଟରେ ଓଡିଶା ପରାଜୟରୁ ତାର ଅଭିଯାନ ଆରମ୍ଭ କରିଛି । ଘରୋଇ ପରିବେଶରେ ବରୋଦା ବିପକ୍ଷ ମ୍ୟାଚରେ ଓଡିଶା ୭ୱିକେଟରେ ପରାଜିତ ହେବା ପ୍ରଶଂସକଙ୍କୁ ନିରାଶ କରିଛି । ମହେଶ ପିଠିୟା ୬୩ ରନରେ ୬ଟି ଓ ଭାର୍ଗବ ଭଟ୍ଟ ୩ଟି ୱିକେଟ ଅକ୍ତିଆର କରି ଓଡିଶା ପରାଜୟର ମୂଖ୍ୟ କାରଣ…