Bus fares hiked:ପୁଣି ବସ୍ ଭଡ଼ା ବଢ଼ାଇଲେ ରାଜ୍ୟ ସରକାର;ଜାଣନ୍ତୁ କେତେ ବୃଦ୍ଧି ପାଇଲା..
ଭୁବନେଶ୍ବର:ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ଦାବିକୁ ମାନିଲେ ସରକାର । ବସ୍ ଭଡ଼ା ବଢ଼ାଇଲେ । ଅର୍ଡିନାରୀ ଓ ଏକ୍ସପ୍ରେସ୍ ବସ୍ ଭଡ଼ା କିମି ପିଛା ୨ ପଇସା ବଢ଼ିଲା । ଅର୍ଡିନାରୀ ବସ୍ ଭଡ଼ା କିମି ପିଛା ୯୦ ପଇସାରୁ ୯୨ ପଇସାକୁ ବୃଦ୍ଧି ପାଇଥିବାବେଳେ ଏକ୍ସପ୍ରେସ୍ ବସ୍ ଭଡ଼ା କିମି ପିଛା ୯୪…