ଜବରଦଖଲ ଉଚ୍ଛେଦ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶନାମା, ଆଦେଶ ପାଳନ ନକଲେ ଲାଗିବ ଅଦାଲତ ଅବମାନନା
କଟକ: ସରକାରୀ ସମ୍ପତ୍ତିରୁ ଜବରଦଖଲ ଉଚ୍ଛେଦ ପାଇଁ ଓଡ଼ିଶା ହାଇକୋର୍ଟ ଓଡ଼ିଶାର କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କୁ ଏକ ବିସ୍ତୃତ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହି ଗାଇଡଲାଇନକୁ ପାଳନ ନକଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇପାରେ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି ।
ମୁଖ୍ୟ…