Latest Odisha News

BREAKING NEWS

‘ଜଣେ ପ୍ରବାସୀର ଦୃଷ୍ଟିରେ ପ୍ରଗତିର ଓଡ଼ିଶା ଓ ବିଜେଡ଼ି’ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ବର :  ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନା ଏବଂ ଏହାର ସଫଳତାର ଅନନ୍ୟ କାହାଣୀକୁ ନେଇ ଝାଡ଼ଖଣ୍ଡର  ବିଶିଷ୍ଟ ସ୍ତମ୍ଭକାର  ବାଦଲ ଭୂୟାଁଙ୍କ  ଲିଖିତ 'ଜଣେ ପ୍ରବାସୀର ଦୃଷ୍ଟିରେ ପ୍ରଗତିର ଓଡ଼ିଶା ଓ ବିଜେଡ଼ି' ଶୀର୍ଷକ ପୁସ୍ତକ  ଉନ୍ମୋଚିତ ହୋଇଛି । ଓଡ଼ିଶା ସରକାରଙ୍କ ଜଙ୍ଗଲ,…

ତାତିରୁ ମିଳିବ ଆଶ୍ୱସ୍ତି; ୩ ଦିନ ଏହି ସବୁ ଜିଲାରେ ବର୍ଷିବ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ତାତିରୁ ମିଳିଛି ସାମାନ୍ୟ ଆଶ୍ୱସ୍ତି । କାଳବୈଶାଖୀ ବର୍ଷା ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି । ଆଜିଠୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପେଗ କେନ୍ଦ୍ର ।…

ପ୍ରଥମ ଥର ଓଡ଼ିଶା ଜନଜାତି ଶିଳ୍ପୀମାନେ ବିଦେଶ ମାଟିରେ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଓଡ଼ିଶା ଲଳିତ କଳା ଏକାଡେମୀ ଦ୍ୱାରା ଓଡ଼ିଶାର ୧୫ ଜଣ ଜନଜାତି ଶିଳ୍ପୀ ଦୁବାଇଠାରେ ଆଦିବାସୀ ଜୀବନୀ ଓ ଚାଲିଚଳଣି ଚିତ୍ର ଅଙ୍କନ କରୁଛନ୍ତି । ପ୍ରଥମ ଥର ପାଇଁ ବିଦେଶ ମାଟିରେ, ହ୍ୟାଟ ପ୍ଲେସ ଦୁବାଇ ଅଲ ରିଗାଠାରେ ୩ ଦିନ ଧରି…

କବିତା ବାସୁଛି : ବସନ୍ତ

ରାଜ କିଶୋର ନାୟକ ମହ ମହ ବାସେ ବାସୁଚି ବସନ୍ତ କୋଇଲି ଡାକଇ କୁହୁ ଲତିକା ଗହଳେ ସଜ ଫଲ ଦେହୁ ମଧୁପ ଚୁମଇ ମହୁ (୦) ମନ୍ଦ ମନ୍ଦ ବହେ ଦକ୍ଷିଣା ପବନ ଛନ୍ଦେ ଛନ୍ଦେ ନାଚେ ଫୁଲ ପରଜାପତିର ମତୁଆଲା ଦୃଷ୍ଟି ଫୁଲକୁ କରିବ ଗେଲ ଫୁଲରୁ ଫୁଲକୁ ଉଡି ଉଡି ଯାଇ ପ୍ରୀତି ଦେଇ ମନ…

ଆଜି ୧୨ ଘଣ୍ଟିଆ ଭଦ୍ରକ ବନ୍ଦ

ଭଦ୍ରକ: ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ ଜମି ଦୁର୍ନୀତି ଅଭିଯୋଗ ପ୍ରତିବାଦରେ ଆଜି ୧୨ ଘଣ୍ଟିଆ ଭଦ୍ରକ ବନ୍ଦ । ନାଗରିକ ସୁରକ୍ଷା ମଞ୍ଚ ଓ ବରପଦା ବିକାଶ ମଞ୍ଚ ପକ୍ଷରୁ କଲେଜରୁ ପ୍ରଫୁଲ୍ଲ ସାମଲଙ୍କ ପରିବାରକୁ ବହିଷ୍କାର ଓ ଦୁର୍ନୀତିଗ୍ରସ୍ତ ସୋସାଇଟି ଭଙ୍ଗ ଦାବିରେ ଏହି ବନ୍ଦ ଡାକରା…

ବିନ୍ଦୁସାଗରରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର:  ଭୁବନେଶ୍ୱର ସ୍ଥିତ ଐତିହ୍ୟ ସଂପନ୍ନ ବିନ୍ଦୁସାଗର ପୋଖରୀରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମହିଳାଙ୍କ ପରିଚୟ ଜଣାପଡ଼ି ନାହିଁ। ମୃତଦେହ ଉଦ୍ଧାର କରି ପ୍ରଦୀପ ସେବା ଟ୍ରଷ୍ଟ କ୍ୟାପିଟାଲ ହସ୍ପିଟାଲକୁ ଆଣିଥିଲେ । ମହିଳାଙ୍କ ବେଶଭୂଷା ସମ୍ଭ୍ରାନ୍ତ ଘରର ବୋଲି ଜଣା…

ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ଦେଖା, ୫୫ କେନ୍ଦ୍ରରେ ହେବ ମୂଲ୍ୟାୟନ

ଭୁବନେଶ୍ବର: ଆଜିଠାରୁ ମାଟ୍ରିକ ପରୀକ୍ଷା ଖାତା ଦେଖା ଆରମ୍ଭ । ଏହା ସହିତ ମଧ୍ୟମା ଓ ଷ୍ଟେଟ୍ ଓପନ୍ ସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଖାତା ଦେଖା ମଧ୍ୟ ଆରମ୍ଭ ହେବ । ରାଜ୍ୟର ମୋଟ ୫୫ ଟି କେନ୍ଦ୍ରରେ ଖାତା ଦେଖା ହେବ । ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି…

ପାଓଭାଜି ଖାଇବାକୁ ଚୋରି ଆଇଫୋନ୍ ବିକି ଦେଲା ମଦୁଆ

ନୂଆଦିଲ୍ଲୀ: ଗୋଆ ଯାଉଥିଲେ ନିଜ ମୋବାଇଲ ଓ ଦାମୀ ଜିନିଷ ପ୍ରତି ସାବଧାନ ହୁଅନ୍ତୁ । ନଚେତ୍ କେଉଁ ମଦୁଆ ଆପଣଙ୍କ  ପ୍ରିୟ ଜିନିଷ ଚୋରି କରି ସଙ୍ଗେ ସଙ୍ଗେ ଶହେ ଦେଢଶହ ଟଙ୍କାରେ ରାସ୍ତା କଡ ଦୋକାନୀକୁ ବିକି ଦେଇଥିବ । ସୋସିଆଲ ମିଡିଆ ଏକ୍ସରେ ଜଣେ ବ୍ୟକ୍ତି ନିଜେ ସମ୍ମୁଖୀନ ହୋଇଥିବା…

ହସ୍ପିଟାଲରୁ ଡିସଚାର୍ଜ ହେଲେ ମମତା, ମୁଣ୍ଡରେ ପଡିଛି ୩ଟି ଷ୍ଟିଚ୍

କୋଲକାତା: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ମୁଣ୍ଡ ଫାଟିଯିବାରୁ ଗୁରୁବାର କୋଲକାତାର ଏସଏସକେଏମ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ତାଙ୍କ ମୁଣ୍ଡରେ ତିନୋଟି ଷ୍ଟିଚ୍ ପଡିଛି । ହ୍ବିଲ୍…

ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ସେ ଗୁରୁତର ଆହତ ହୋଇ ସମ୍ୱଲପୁରର ଏକ ଘରୋଇ ଡାକ୍ତରଖାନାରେ  ଭର୍ତ୍ତି ହୋଇଛନ୍ତି । ତାଙ୍କ ମୁଣ୍ଡରେ ୩୦ଟି ଷ୍ଟିଚ୍ ପଡିଥିବା ବେଳେ ନାକ ଓ ଆଖିରେ ମଧ୍ୟ ଆଘାତ ଲାଗିଛି । ଏବେ ତାଙ୍କୁ…