Latest Odisha News

BREAKING NEWS

Book festival: ଚଳିତ ବର୍ଷ ପୁସ୍ତକ ମହୋତ୍ସବରେ ୬.୫ କୋଟିର ବ୍ୟବସାୟ; ୧୨ ଦିନରେ ୧୦୦ରୁ ଉର୍ଦ୍ଧ୍ୱ ପୁସ୍ତକ…

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବର ଉଦ୍‌ଯାପନୀ ସମାରୋହ ଗତ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପୁସ୍ତକ ମହୋତ୍ସବରେ ୬.୫ କୋଟି ଟଙ୍କାର ବ୍ୟବସାୟ ହୋଇଛି। ଏଥିସହ ୧୨ ଦିନ ମଧ୍ୟରେ ବିଭିନ୍ନ…

Odisha Police: ‘ଅପରେସନ ଧରପଗଡ’; ୩୬ ବନ୍ଧୁକ ସହ ୭୧ ଗୁଳି ଜବତ, ଗିରଫ ହେଲେଣି…

ଭୁବନେଶ୍ବର: ରାଜ୍ୟରେ ବେଆଇନ ବନ୍ଧୁକ ଚୋରା ଚାଲାଣ, ମାରଣାସ୍ତ୍ର ଓ ଅପରାଧିକ କାର୍ଯ୍ୟକଳାପ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଲଗାତାର କଠୋର ପଦକ୍ଷେପ ଗ୍ରହଣ କରାଯାଉଛି । ଏହି କ୍ରମରେ ଏହା ଉପରେ ରୋକ ଲଗାଇବା ପାଇଁ ଗତ କିଛି ଦିନ ଧରି ଓଡ଼ିଶା ପୋଲିସ ତରଫରୁ "ଅପରେସନ୍ ଧରପଗଡ" ଅଭିଯାନ…

Amazon Pay Biometric Authentication:ବିନା ପିନ୍ ରେ ହେବ ଟ୍ରାଞ୍ଜେକ୍ସନ; ଏହି ଆପ୍ ଆଣିଲା ବାୟୋମେଟ୍ରିକ୍ UPI…

ନୂଆଦିଲ୍ଲୀ: ଯଦି ଆପଣ Amazon Pay ବ୍ୟବହାର କରନ୍ତି, ତେବେ ଆପଣ ଏବେ ଉନ୍ନତ ସୁରକ୍ଷା ପାଇବେ। Amazon Pay ଭାରତରେ UPI ପେମେଣ୍ଟ ପାଇଁ ବାୟୋମେଟ୍ରିକ୍ ଅଥେଣ୍ଟିକେସନ ସପୋର୍ଟ ଆରମ୍ଭ କରିଛି। ଏବେ ବ୍ୟବହାରକାରୀମାନେ ସେମାନଙ୍କର UPI PIN ପ୍ରବେଶ ନକରି ଫିଙ୍ଗରପ୍ରିଣ୍ଟ କିମ୍ବା ଫେସ୍…

ଏଏମ୍/ଏନ୍ଏସ୍ ଇଣ୍ଡିଆ ଏନଇସିଏ ୨୦୨୫ର ଶ୍ରେଷ୍ଠ ନବସୃଜନ ପୁରସ୍କାରରେ ସମ୍ମାନିତ

ନୂଆଦିଲ୍ଲୀ: ଆର୍ସଲରମିତ୍ତଲ ନିପ୍ପନ୍ ଷ୍ଟିଲ୍ ଇଣ୍ଡିଆ (ଏଏମ୍ / ଏନ୍ଏସ୍ ଇଣ୍ଡିଆ) କୁ ଶକ୍ତି ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଏବଂ ବ୍ୟୁରୋ ଅଫ୍ ଏନର୍ଜି ଏଫିସିଏନ୍ସି (ବିଇଇ) ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ଜାତୀୟ ଊର୍ଜା ସଂରକ୍ଷଣ ପୁରସ୍କାର (ଏନଇସିଏ) ୨୦୨୫ ରେ ଶ୍ରେଷ୍ଠ ଉଦ୍ଭାବକ…

ଭାରତୀୟ ବିମାନ ଉପରେ କଟକଣା ବଢ଼ାଇଲା ପାକିସ୍ତାନ…

ନୂଆଦିଲ୍ଲୀ: ଭାରତୀୟ ବିମାନ ପାଇଁ ଆକାଶ ସୀମା ପ୍ରତିବନ୍ଧକ ପାକିସ୍ତାନ ଲଗାଇଥିବା ବେଳେ ଏହା ଡିସେମ୍ବର ୨୪ରେ ଶେଷ ହେବାକୁ ଥିଲା। କିନ୍ତୁ ଏହି ପ୍ରତିବନ୍ଧକକୁ ଏକ ମାସ ପାଇଁ ଅର୍ଥାତ୍ ଜାନୁଆରୀ ୨୩, ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରିଛି ପାକିସ୍ତାନ। ବିମାନବନ୍ଦର କର୍ତ୍ତୃପକ୍ଷ (PAA)…

ପ୍ରବଳ ଝଡ଼ରେ ଭାଙ୍ଗିଲା ‘ଷ୍ଟାଚ୍ୟୁ ଅଫ୍ ଲିବର୍ଟି’

ନୂଆଦିଲ୍ଲୀ: ବ୍ରାଜିଲରେ ପ୍ରବଳ ଝଡ଼ ଯୋଗୁ ଷ୍ଟାଚ୍ୟୁ ଅଫ୍ ଲିବର୍ଟିର ଏକ ୨୪ ମିଟର ଉଚ୍ଚ ପ୍ରତିକୃତି ଭୁଶୁଡ଼ି ପଡ଼ିଛି। ଷ୍ଟାଚ୍ୟୁ ଅଫ୍ ଲିବର୍ଟିର ଏହି ପ୍ରତିକୃତିକୁ ଦକ୍ଷିଣ ବ୍ରାଜିଲର ଗୁଆଇବା ସହରସ୍ଥିତ ହାଭାନ୍ ମେଗାଷ୍ଟୋର ବାହାରେ ରଖାଯାଇଥିଲା। ଏହାର ଏକ ଭିଡିଓ ସାମ୍ନାକୁ ଆସିଛି।…

ମୟୂରଭଞ୍ଜ ଏବଂ ବରଗଡ଼ ରୋଡ୍‌-ନୂଆପଡ଼ା ରୋଡ୍‌ ରେଳ ଭିତ୍ତିଭୂମି ବିକାଶ ସମ୍ପର୍କରେ ଏହି ସୂଚନା ଦେଲେ ରେଳ…

ଭୁବନେଶ୍ବର: ମୟୂରଭଞ୍ଜରେ ରେଳ ଭିତ୍ତିଭୂମି ବିକାଶ ସମ୍ପର୍କରେ ଲୋକସଭାରେ ସୂଚନା ଦେଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ମୟୂରଭଞ୍ଜ ଜିଲ୍ଲାର ବାଦାମପାହାଡ଼-କେନ୍ଦୁଝର, ଗୋରୁମହିଷାଣୀ-ବାଙ୍ଗିରିପୋଷୀ ଏବଂ ବୁଢ଼ାମରା-ଚାକୁଲିଆ ରେଳ ଲାଇନ ନିର୍ମାଣ ପାଇଁ ବର୍ତ୍ତମାନ ଜମି ଅଧିଗ୍ରହଣ ଓ…

ଭୁବନେଶ୍ୱରରେ ହେବ ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ 

ଭୁବନେଶ୍ୱର: ଆସନ୍ତାକାଲିଠାରୁ ୨୦ ଡିସେମ୍ବର ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ ଅନୁଷ୍ଠିତ ହେବ। ଏହି ଐତିହାସିକ କାର୍ଯ୍ୟକ୍ରମ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଶାସନ ଏବଂ ପ୍ରମୁଖ ସାର୍ବଜନୀନ କ୍ଷେତ୍ରରେ…

India summons Bangladesh High Commissioner: ଭାରତକୁ ଧମକ…ବାଂଲାଦେଶ ହାଇକମିଶନରଙ୍କୁ ସମନ କଲା ଭାରତ

ନୂଆଦିଲ୍ଲୀ: ବାଂଲା ନେତାଙ୍କ ବିବାଦୀୟ ବୟାନ ପରେ ଭାରତରେ ଅବସ୍ଥିତ ବାଂଲା ହାଇ କମିଶନରଙ୍କୁ ସମନ । ହାଇ କମିଶନର ମହମ୍ମଦ ରିଆଜ୍ ହାମିଦୁଲ୍ଲାଙ୍କୁ କୁଟନୈତିକ ସ୍ତରରେ ସମନ୍ କରାଯାଇଛି । ଗତ କିଛି ଦିନ ଧରି ବାଂଲାଦେଶ ରାଜଧାନୀରେ ଭାରତୀୟ ମିଶନ ବାହାରେ ଚାଲିଥିବା ବିରୋଧ ପ୍ରଦର୍ଶନ…

Silver City: କଟକ ସହରର ବିକାଶ ପାଇଁ ଖର୍ଚ୍ଚ ହେବ ୨୫୦ କୋଟି ଟଙ୍କା

କଟକ: କଟକ ମହାନଗର ନିଗମର ୩୭ ତମ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇ ଯାଇଛି । ଅନେକ ଗୁରୁତ୍ତ୍ୱପୂର୍ଣ ପ୍ରସଙ୍ଗକୁ ନେଇ ଆଜି କାଉନସିଲ୍ ବୈଠକ ଆଲୋଚନା କରାଯାଇଥିଲା । ଚଳିତ ବର୍ଷର ଏହି ଅନ୍ତିମ କାଉନସିଲ୍ ବୈଠକରେ ମେୟର, କମିଶନର, ଡେପୁଟି ମେୟର, ସମସ୍ତ ୱାର୍ଡର କର୍ପୋରେଟର ତଥା ବିଭିନ୍ନ…