Latest Odisha News

BREAKING NEWS

ଓଡ଼ିଶାରେ ହବନି ମେଣ୍ଟ, ବିଜେପି ଏକାକୀ ଲଢିବା ନେଇ ଦୃଢ଼ୋକ୍ତି କଲେ ମନମୋହନ

ଭୁବନେଶ୍ୱର: ଓଡ଼ିଶାରେ ବିଜେପି ସରକାର ଗଢ଼ିବ । ଓଡ଼ିଶାର ଅସ୍ମିତାକୁ ନେଇ ନିର୍ବାଚନ ଲଢ଼ିବ ବିଜେପି । ଲୋକ ନେବେ ନିର୍ବାଚନ ଦାୟିତ୍ୱ । ମେଂଟ ଚର୍ଚ୍ଚାରେ ସଡନ୍ ବ୍ରେକ୍ ଲଗାଇଛି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ବିସ୍ଫୋରକ ବୟାନ । ଦିଲ୍ଲୀରୁ ଫେରି ମନମୋହନଙ୍କ ସିଧାକଥା…

ଅଶ୍ଳୀଳ କଣ୍ଟେଣ୍ଟ ପାଇଁ କେନ୍ଦ୍ର ସରକାରଙ୍କ ବଡ ପଦକ୍ଷେପ, ବ୍ୟାନ୍ ହେଲା ୧୮ ଓଟିଟି ପ୍ଲାଟଫର୍ମ ସହ ଏହି ସବୁ ଆପ୍

ନୂଆଦିଲ୍ଲୀ: ଅଶ୍ଳୀଳ, ଅସଭ୍ୟ ଏବଂ କେତେକ କ୍ଷେତ୍ରରେ ପର୍ଣ୍ଣୋଗ୍ରାଫିକ୍ କାର୍ଯ୍ୟକ୍ରମ ପ୍ରସାରଣ କରୁଥିବା ୧୮ଟି ଓଟିଟି ପ୍ଲାଟଫର୍ମକୁ ବନ୍ଦ କରିବା ପାଇଁ ପଦକ୍ଷେପ ନେଇଛି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ । ଭାରତରେ ୧୯ଟି ୱେବସାଇଟ୍, ୧୦ଟି ଆପ୍ (ଗୁଗୁଲ୍ ପ୍ଲେ ଷ୍ଟୋରରେ ୭ଟି, ଆପଲ୍ ଆପ୍…

ଜ୍ଞାନେଶ କୁମାର ଏବଂ ଶୁଖବୀର ସିଂ ସନ୍ଧୁ ହେଲେ ନୂତନ ନିର୍ବାଚନ କମିଶନର

ନୂଆଦିଲ୍ଲୀ: ନୂତନ ନିର୍ବାଚନର କମିଶନର ଭାବେ ନିଯୁକ୍ତ ହେଲେ ଅବସରପ୍ରାପ୍ତ ଅଧିକାରୀ ଜ୍ଞାନେଶ କୁମାର ଏବଂ ଶୁଖବୀର ସିଂ ସନ୍ଧୁ ।   ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତି ନିଆଯାଇଛି । ବିଧିବଦ୍ଧ ଭାବରେ ଏହି ଦୁଇ ଜଣଙ୍କ ନାମ ଘୋଷଣା…

‘ଯେଉଁ ରାଜ୍ୟ ମହିଳାଙ୍କ ବିକାଶ ପାଇଁ କାମ କରେ, ସେହି ରାଜ୍ୟର ବିକାଶ ହୁଏ’

ଭୁବନେଶ୍ବର: ମିଶନ ଶକ୍ତି ଓ ମହିଳା ସଶକ୍ତିକରଣ ଉପରେ ବିଜେଡି ମୁଖପାତ୍ର ଡକ୍ଟର ସଂତୃପ୍ତ ମିଶ୍ର କହିଛନ୍ତି ଯେ, 'ମହିଳା ମାନଙ୍କ ଗୁରୁତ୍ତ୍ବ ସମସ୍ତଙ୍କ ଜୀବନ ସହ ଜଡିତ । ସେମାନେ ଶକ୍ତି ସ୍ୱରୂପା । ଏହି ଶକ୍ତି ବିଜେଡି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଅଛି । କାରଣ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ

ଭୁବନେଶ୍ବର: ରାଜ୍ୟ ସରକାର ଆଜି ସବୁ ବର୍ଗର ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି । ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ବାରା ଉପକୃତ ହେବେ । ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା…

ଗ୍ରୀଷ୍ମ ଋତୁକୁ ଦୃଷ୍ଟିରେ ରଖି ଟିପିଏସ୍ଓଡିଏଲର ବଡ ନିଷ୍ପତି, ଲାଗୁ ହେଲା ଡ୍ରୋନ୍ ନିରୀକ୍ଷଣ ବ୍ୟବସ୍ଥା

ବ୍ରହ୍ମପୁର: ଚଳିତ ଗ୍ରୀଷ୍ମ କାଳରେ ଭରସାଯୋଗ୍ୟ ବିଜୁଳି ଯୋଗାଣକୁ ସର୍ବାଧିକ ଗୁରୁତ୍ୱ ଦେଉଛି ଟିପିଏସଓଡିଏଲ୍ । ସୁରକ୍ଷା ମାର୍ଗଦର୍ଶିକାକୁ କଡ଼ାକଡ଼ି ଭାବେ ପାଳନପୂର୍ବକ ବିଜୁଳି ଯୋଗାଣ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ପ୍ରଯୁକ୍ତିବିଦ୍ୟାର ପ୍ରୟୋଗକୁ ପ୍ରାଥମିକତା ଦେଇ କମ୍ପାନୀ ନିଜର…

କିଏ କହିଲେ ରୋହିତଙ୍କ ମୁମ୍ବାଇ ଅଧିନାୟକ ପଦରୁ ହଟାଇବା ବହୁତ ବଡ ନିଷ୍ପତି ଥିଲା

ମୁମ୍ବାଇ: ଆଉ ହାତ ଗଣତି ଦିନ ପରେ ଆରମ୍ଭ ହୋଇଯିବ ଇଣ୍ଡିଆନ ପ୍ରିମିୟର ଲିଗ । ଟୁର୍ଣ୍ଣାମେଂଟର ସବୁଠାରୁ ସଫଳ ଟିମ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟ ଏଥିପାଇଁ ଜୋରଦାର ପ୍ରସ୍ତୁତି କରିଛି । ଅବଶ୍ୟ ଦଳକୁ ୫ ଥର ଚାମ୍ପିୟନ କରାଇଥିବା ରୋହିତ ଶର୍ମାଙ୍କୁ ଅଧିନାୟକ ପଦରୁ ହଟାଯିବା ଅନେକ ଗ୍ରହଣ କରିପାରି…

ବିଲେଇ ପାଇଁ ପୁରା ଦେଶରେ ହାଇଆର୍ଲଟ ଜାରି, ଜାଣନ୍ତୁ କଣ ରହିଛି ଏହାର କାରଣ

ନୂଆଦିଲ୍ଲୀ: ସାଧାରଣ ଏକ ବିଲେଇ ପାଇଁ ଦେଶରେ ହାଇଆର୍ଲଟ ଜାରି । ଜାପାନରେ ଏକ ବିଲେଇପାଇଁ ପୁରା ଦେଶରେ ଏବେ ଆତଙ୍କ ଖେଳିଯାଇଛି । ଏହି ମାମଲା ବର୍ତ୍ତମାନ ଏତେ ଗମ୍ଭୀର ହୋଇଯାଇଛି ଯେ ଏଥିପାଇଁ ଜରୁରୀକାଳିନ ନମ୍ବର ମଧ୍ୟ ଜାରି କରାଯାଇଛି । ଏହି ବିଲେଇ ସାଦାରଣ ଲୋକଙ୍କ ଜୀବନ ପ୍ରତି ବିପଦ…

ଯାଜପୁର ଯୁବ ଭାରତ କୃଷକ ସଙ୍ଗଠନ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ଯାଜପୁର: କୃଷକ ମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଯୁବ ଭାରତ କୃଷକ ସଙ୍ଗଠନ ପକ୍ଷରୁ ୧୨ ଦଫା ଦାବି ନେଇ ଜିଲ୍ଲା ପ୍ରଶାସନକୁ ପ୍ରଦାନ କରାଯାଇଛି । ଚାଷୀଙ୍କ ଉତ୍ପାଦିତ ସାମଗ୍ରୀର ଉଚିତ ମୂଲ୍ୟ ବୃଦ୍ଧି, କୃଷକ ମାନଙ୍କୁ ଭତ୍ତା, ସ୍ୱାସ୍ଥ୍ୟ ସୁବିଧା ସମେତ ଅନ୍ୟାନ୍ୟ ଦାବି ନେଇ ରାଜ୍ୟ…

ଓଡ଼ିଶାରେ ବିଜେପି ସରକାର ହେବ: ମନମୋହନ

ଭୁବନେଶ୍ୱର: ଓଡ଼ିଶାରେ ବିଜେପି ସରକାର ହେବ । ଓଡ଼ିଶାର ଅସ୍ମିତା ନେଇ ନିର୍ବାଚନ ଲଢ଼ିବ ବିଜେପି । ଲୋକମାନଙ୍କ ଆଶୀର୍ବାଦ, ଶୁଭେଚ୍ଛାରେ ସରକାର କରିବୁ ବୋଲି  ବିଜେପି ସଭାପତି  ମନମୋହନ ସାମଲ ସୂଚନା ଦେଇଛନ୍ତି । ବିଜେପି-ବିଜେଡି ମେଣ୍ଟ ହେବ କି ନାହିଁ ପ୍ରଶ୍ନରେ ବିଜେପି ସଭାପତି …