ମୁଖ୍ୟମନ୍ତ୍ରୀଙ୍କ ହୋଲି ଭେଟି; ସରକାରୀ କର୍ମଚାରୀଙ୍କ ବଢ଼ାଇଲେ ୪% ମହଙ୍ଗା ଭତ୍ତା
ଲକ୍ଷ୍ନୌ: ହୋଲି ପୂର୍ବରୁ ୟୁପି ମୁଖ୍ୟମନ୍ତ୍ରୀଙ୍କ ବଡ ଉପହାର । କେନ୍ଦ୍ର ସରକାରଙ୍କ ପରେ ବର୍ତ୍ତମାନ ଯୋଗୀ ସରକାର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି କରିଛନ୍ତି । ଏହା ଜାନୁୟାରୀ ପହିଲା ୨୦୨୪ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏ ସମ୍ପର୍କରେ ଖୁବ…