ଓସ୍କାର ୨୦୨୪; ‘ଓପେନହାଇମର’ ଶ୍ରେଷ୍ଠ ଚଳଚ୍ଚିତ୍ର, ସିଲିଆନ୍ ମରଫି ଶ୍ରେଷ୍ଠ ଅଭିନେତା
ନୂଆଦିଲ୍ଲୀ: ଆମେରିକାରେ ୯୬ତମ ଓସ୍କାର ଆୱାର୍ଡ ୨୦୨୪ ସମାରୋହ ଅନୁଷ୍ଠିତ ହୋଇଛି । ଏଥିରେ ‘ଓପେନହାଇମର’ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ଜିତିଛି। ‘ ଓପେନହାଇମର’ ଫିଲ୍ମର ଅଭିନେତା ସିଲିଆନ୍ ମରଫି ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇଛନ୍ତି । ‘ପୁଅର ଥିଙ୍ଗ୍’ ଚଳଚ୍ଚିତ୍ରରେ ନିଖୁଣ…