ମାଓ କ୍ୟାମ୍ପ ଠାବ: ଯବାନଙ୍କ ଗୁଳିରେ ଛତ୍ରଭଙ୍ଗ ଦେଲେ ମାଓବାଦୀ
କନ୍ଧମାଳ: କନ୍ଧମାଳ ଜିଲ୍ଲା ଦୁର୍ଗାପଙ୍ଗା ସଂରକ୍ଷିତ ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ଏସ୍ଓଜି ଯବାନ – ମାଓବାଦୀ ମୁହାଁମୁହିଁ ହୋଇଥିଲେ । ୧୫ରୁ ୨୦ ମିନିଟ୍ ଧରି ସେମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଯବାନଙ୍କ ପାଲଟା ଗୁଳିରେ ଛତ୍ରଭଙ୍ଗ ଦେଇଥିଲେ ମାଓ । ଗୁଳି ବିନିମୟ ବନ୍ଦ ହେବା…