ବ୍ଲକ୍ କାର୍ଯ୍ୟାଳୟରେ ବିଡିଓଙ୍କୁ ଦୁର୍ବ୍ୟବହାର ଓ ଆକ୍ରମଣ: ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ମହିଳା ବିଡିଓ ତିଳୋତ୍ତମା ପୃଷ୍ଟିଙ୍କୁ ତାଙ୍କ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ସମୟରେ ବିଜେପି ନେତା ଲଳିତ ବେହେରା ବିଡିଓଙ୍କ ଉପରେ କରିଥିବା ଆକ୍ରମଣ ଉଦ୍ୟମକୁ ଜିଲ୍ଲା ଓଏଏସ୍ ସଂଘ ଦୃଢ଼ ନିନ୍ଦା କରିଛି। ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ…