Latest Odisha News

BREAKING NEWS

ହସ୍ପିଟାଲରୁ ପୀଡ଼ିତା ମେଡିକାଲ୍‌ ଛାତ୍ରୀ ଡିସଚାର୍ଜ; ଆଉ କିଛି ଦିନ ରହିବେ ପଶ୍ଚିମବଙ୍ଗରେ…

ଭୁବନେଶ୍ବର:ପଶ୍ଚିମବଙ୍ଗ ଦୁର୍ଗାପୁର ହସ୍ପିଟାଲରୁ ପୀଡ଼ିତା ମେଡିକାଲ୍ ଛାତ୍ରୀ ଡିସଚାର୍ଜ। ଗଣଦୁଷ୍କର୍ମ ପୀଡ଼ିତାଙ୍କ ଡିସ୍‌ଚାର୍ଜ ନେଇ ମେଡିକାଲ୍‌ ପକ୍ଷରୁ ସୂଚନା ରହିଛି । ପୀଡ଼ିତାଙ୍କ ସ୍ଵାସ୍ଥ୍ୟବସ୍ଥାରେ ଉନ୍ନତି ଆସିବା ପରେ ଡିସଚାର୍ଜ କରାଯାଇଛି। ଗଣଦୁଷ୍କର୍ମର ଶିକାର ହେବା ପରେ ଗତ…

ସ୍ୱନାମଧନ୍ୟ ଲେଖକ ଓ ଗବେଷକ ସୁରେନ୍ଦ୍ରନାଥ ଦାଶଙ୍କ ପରଲୋକ

ଭୁବନେଶ୍ବର: ଶ୍ରୀଜଗନ୍ନାଥ ଗବେଷକ ଓ ଉତ୍କଳ ବିଶ୍ବବିଦ୍ୟାଳୟ, ଓଡ଼ିଆ ବିଭାଗର ଅବସରପ୍ରାପ୍ତ ପ୍ରଫେସର ସୁରେନ୍ଦ୍ରନାଥ ଦାଶଙ୍କ ପରଲୋକ । ଅକ୍ଟୋବର ୧୬ ତାରିଖ ରାତିରେ ନୂଆଦିଲ୍ଲୀଠାରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ୭୭ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସୂଚନାଥାଉକି, ସେ…

ଏସଟିଏର କଡ଼ା ଆଭିମୁଖ୍ୟ: ନିୟମ ଉଲ୍ଲଙ୍ଘନ କଲେ ଆରସି ରଦ୍ଦ କରିବାକୁ ଆରଟିଓଙ୍କୁ ନିର୍ଦ୍ଦେଶ

କଟକ: ଅଭ୍ୟାସଗତ ଭାବେ ମୋଟର ଯାନ ଆଇନ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ । ରାଜ୍ୟବ୍ୟାପୀ ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ) ଏ ନେଇ ପ୍ରସ୍ତୁତ କରିବେ ତାଲିକା । ସଡ଼କରେ ଅନ୍ୟ ବ୍ୟବହାରକାରୀଙ୍କ ପାଇଁ ବିପଦ ସାଜିଥିବା ଏଭଳି ଗାଡ଼ି ଗୁଡ଼ିକର…

ଅଷ୍ଟ୍ରେଲିଆରେ ଏହି ୧୦ ରେକର୍ଡ କରି ପାରନ୍ତି ରୋହିତ

ପର୍ଥ: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଅକ୍ଟୋବର ୧୯ରୁ ୩ ମ୍ୟାଚ ବିଶିଷ୍ଟ ଦିନିକିଆ କ୍ରିକେଟ ସିରିଜ ଖେଳିବ । ଏହି ସିରିଜରେ ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ପ୍ରଦର୍ଶନ ଉପରେ ସମସ୍ତଙ୍କ ନଜର ରହିବ । ନିକଟରେ ରୋହିତଙ୍କ ସ୍ଥାନରେ ଶୁଭମନ ଗିଲଙ୍କୁ ଦଳର ଅଧିନାୟକ ନିଯୁକ୍ତ କରାଯାଇଛି ।…

Special Train service: ଯାତ୍ରୀମାନଙ୍କ ସୁବିଧା ପାଇଁ ଗଡିବ ପାର୍ବଣ ସ୍ୱତନ୍ତ୍ର ଟ୍ରେନ୍‌; ଚେକ୍ କରନ୍ତୁ ଟ୍ରେନ…

ଭୁବନେଶ୍ବର: ଆସନ୍ତା ପର୍ବପର୍ବାଣୀ ସମୟରେ ଯାତ୍ରୀମାନଙ୍କ ଅଧିକ ଭିଡ଼କୁ ଦୃଷ୍ଟିରେ ରଖି, ଯାତ୍ରୀମାନଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ୧୮.୧୦.୨୦୨୫ (ଶନିବାର) ଏବଂ ୧୯.୧୦.୨୦୨୫ (ରବିବାର) ତାରିଖରେ ନିମ୍ନଲିଖିତ ସ୍ୱତନ୍ତ୍ର ଟ୍ରେନ୍‌ଗୁଡ଼ିକ ଚଲାଇବ। ଟ୍ରେନ୍‌ ନଂ.୦୨୮୧୧…

ଏସଆଇ ନିଯୁକ୍ତି କେଳେଙ୍କାରୀ ପ୍ରସଙ୍ଗ; ‘ବଡ଼ମୁଣ୍ଡ ମାନଙ୍କୁ ଖସାଇବା ପାଇଁ ଦାୟିତ୍ୱ ନେଇଛି…

ଭୁବନେଶ୍ୱର: ପୋଲିସ ଏସ୍ଆଇ ନିଯୁକ୍ତି କେଳେଙ୍କାରୀ ଘଟଣାରେ କ୍ରାଇମବ୍ରାଞ୍ଚ କେବଳ ବଡ଼ମୁଣ୍ଡ ମାନଙ୍କୁ ଖସାଇ ଦେବାକୁ ଉଦ୍ୟମ କରୁଛି । ପ୍ରାୟ ୨୫୦ କୋଟି ଟଙ୍କାର ଏହି ନିଯୁକ୍ତି ସ୍କାମରେ ସରକାରୀ ଦଳର ଓ ପୋଲିସ ବିଭାଗର ଅନେକ ବଡ଼ମୁଣ୍ଡ ସାମିଲ ଥିବାବେଳେ କ୍ରାଇମବ୍ରାଞ୍ଚ ତଳତଳିଆଙ୍କୁ ଧରିବାକୁ…

ଅମରେଶ ଜେନାଙ୍କ ସର୍ତ୍ତମୂଳକ ଜାମିନ ମଞ୍ଜୁର କଲେ ହାଇକୋର୍ଟ

କଟକ: ବିଏମସି କର୍ପୋରେଟର ଅମରେଶ ଜେନାଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ । ଶୁକ୍ରବାର ହାଇକୋର୍ଟଙ୍କ ପକ୍ଷରୁ ୨୫ହଜାର ଟଙ୍କାର ଦୁଇ ଜାମିନ ଦାର ବଦଳରେ ସର୍ତ୍ତମୂଳକ ଜାମିନ ପ୍ରଦାନ କରାଯାଇଛି । ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ ଓ ଗର୍ଭ ନଷ୍ଟ କରିବା ସହ ହତ୍ୟା ଧମକ…

ଓଡ଼ିଶା ଫେରିବ କଟରାରେ ପ୍ରାଣ ହରାଇଥିବା ୩ ତୀର୍ଥଯାତ୍ରୀଙ୍କ ମୃତ ଶରୀର

ଭୁବନେଶ୍ୱର: ଜମ୍ମୁ-କଶ୍ମୀର ସ୍ଥିତ ମା' ବୈଷ୍ଣୋଦେବୀଙ୍କ ଦର୍ଶନ କରିବାକୁ ଯାଇଥିବାବେଳେ ୪ ଜଣ ଓଡ଼ିଆ ତୀର୍ଥଯାତ୍ରୀ ଜମ୍ମୁର କାତ୍ରାଠାରେ ସଡ଼କ ଦୁର୍ଘଟଣାର ଶିକାର ହୋଇଛନ୍ତି । ସେଥିମଧ୍ୟରୁ ୩ ଜଣ ଓଡ଼ିଆ ତୀର୍ଥଯାତ୍ରୀ ମୃତ୍ୟୁବରଣ କରିଛନ୍ତି । ମୃତ ତୀର୍ଥଯାତ୍ରୀ ହେଉଛନ୍ତି ସୁବର୍ଣ୍ଣପୁର…

୨୦ ତାରିଖକୁ ଦୀପାବଳି ଛୁଟି ଘୋଷଣା ‌କଲେ ରାଜ୍ୟ ସରକାର

ଭୁବନେଶ୍ବର: ଓଡ଼ିଶାରେ ଆସନ୍ତା ୨୦ ତାରିଖ ସୋମବାର ଦିନ ପାଳନ ହେବ ଦୀପାବଳି । ଏନେଇ ଉକ୍ତ ଦିନକୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ରାଜସ୍ବ ବିଭାଗ ପକ୍ଷରୁ ପ୍ରସ୍ତାବ ଦିଆଯିବା ପରେ ମୁଖ୍ୟମନ୍ତ୍ରୀ ଏହାକୁ ଅନୁମୋଦନ କରିଛନ୍ତି । ପୂର୍ବରୁ ୨୧ ତାରିଖକୁ ଛୁଟି ଘୋଷଣା କରିଥିଲେ ରାଜ୍ୟ…

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଆପରାଧିକ ତଥ୍ୟ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ

ଭୁବନେଶ୍ୱର: ଦେଶର ୭ଟି ରାଜ୍ୟରେ ହେବାକୁ ଥିବା ଉପନିର୍ବାଚନ ସମେତ ନୂଆପଡ଼ା ଉପନିର୍ବାଚନ ମଣ୍ଡଳୀ ପାଇଁ ଭାରତ ନିର୍ବାଚନ ଆୟୋଗ ପ୍ରାର୍ଥୀମାନଙ୍କ ସମସ୍ତ ପୂର୍ବବର୍ତ୍ତୀ ଅପରାଧିକ ତଥ୍ୟ ପରିପ୍ରକାଶ ପାଇଁ ଏକ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି । ୪୮ ଘଣ୍ଟା ମଧ୍ୟରେ ନିଜ ଆପରାଧିକ ତଥ୍ୟ ପ୍ରକାଶ…