୧୯,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଶିଳାନ୍ୟାସ ଓ ଲୋକାର୍ପଣ କଲେ ମୋଦି
ଭୁବନେଶ୍ୱର: ପାଖେଇ ଆସିଲାଣି ନିର୍ବାଚନ। ସମସ୍ତ ରାଜନୈତିକ ଦଳ ମଧ୍ୟରେ ଚାଲିଛି ଜୋରଦାର ପ୍ରଚାର ପ୍ରସାର। ହେଲେ ନିର୍ବାଚନ ପୂର୍ବରୁ ଓଡ଼ିଶାକୁ ୧୯,୬୦୦ କୋଟିରୁ ଅଧିକ ଟଙ୍କାର ଉପହାର ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆୟୋଜିତ କାର୍ଯ୍ୟକ୍ରମରେ ସମ୍ବୋଧନ କରି ମାନ୍ୟବର…