Latest Odisha News

BREAKING NEWS

ମହଙ୍ଗା ପଡ଼ିଲା ଚୋରି, ଗଛରେ ୩ ଯୁବକଙ୍କୁ ବାନ୍ଧିଦେଲେ ମାଲିକ

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ଏକ ଭିଡିଓ ସୋସିଆଲ୍ ମିଡିଆରେ ବେଶ୍ ଭାଇରାଲ୍ ହେଉଛି । ମିଳିଥିବା ସୂଚନା ଅନୁସାରେ ବୋରିଂ ମୋଟର ଚୋରି କରିଥିବା ଅଭିଯୋଗରେ ୩ ଜଣ ଯୁବକଙ୍କୁ ଏମିତି ଘଛରେ ବନ୍ଧା ଯାଇଛି । ଦୀର୍ଘ ସମୟ ଧରି ଗାଁ ଦାଣ୍ଡରେ ଗଛରେ ବାନ୍ଧି ୩ ଯୁବକଙ୍କୁ ଦଣ୍ଡ ଦେଇଛନ୍ତି ଗ୍ରାମବାସୀ…

ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୧୯୩୫କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ୨୪ ଘଣ୍ଟାରେ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି। ଯାହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୯୩୫କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ତେବେ କଳାହାଣ୍ଡି ଓ କେନ୍ଦୁଝରରୁ…

ବୁର୍ଲା VSSUTରେ ଅଫଲାଇନ୍ କ୍ଲାସ୍ ବାତିଲ୍, ଅନଲାଇନରେ ହେବ ଥିଓରୀ

ସମ୍ବଲପୁର: ବଢ଼ୁଥିବା କରୋନା ସଂକ୍ରମଣ ମାମଲାକୁ ଦେଖି ବୁର୍ଲା ବୀର ସୁରେନ୍ଦ୍ର ସାଏ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି (VSSUT) ଶ୍ରେଣୀଗୃହ ପାଠପଢ଼ା ବାତିଲ୍ କରି ଦେଇଛନ୍ତି । ସମସ୍ତ ବର୍ଷର ଛାତ୍ରଛାତ୍ରୀଙ୍କ ଲାଗି ଅଫଲାଇନ୍ ପାଠପଢ଼ା ସହ ସେମିଷ୍ଟାର ବାତିଲ୍ କରାଯାଇଥିବା ସୂଚନା ଦେଇଛନ୍ତି…

୨ ଲକ୍ଷ ଡେଇଁଲା ଦେଶରେ ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି କରୋନା ସ୍ଥିତି। ୨୪ ଘଣ୍ଟାରେ ୨ ଲକ୍ଷରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। କେବଳ ଏତିକି ନୁହେଁ ୧୦୦୦ ଉପରେ ଲୋକଙ୍କର ପ୍ରାଣ ମଧ୍ୟ ଯାଉଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦେଶରେ ୨,୦୦,୭୩୯…

ମଧ୍ୟପ୍ରଦେଶରୁ ମହାରାଷ୍ଟ୍ର ସବୁଠି ମେଡିକାଲରେ ଅମ୍ଲଜାନ ଅଭାବ

ନୂଆଦିଲ୍ଲୀ: କରୋନା ସହ ଦେଶ ଲଢ଼ୁଛି । ସ୍ଥିତି ଏମିତି ହୋଇଛି ଯେ ସବୁଠି ସ୍ୱାସ୍ଥ୍ୟସେବାକୁ ନେଇ ହାହାକାର ପଡ଼ିଲାଣି । ଗୋଟିଏ ପଟେ ସଂକ୍ରମଣ ଭୟ, ଅନ୍ୟପଟେ ବିଗିଡ଼ି ପଡ଼ିଥିବା ସ୍ୱାସ୍ଥ୍ୟସେବା ଡର ଭିତରେ ଜୀବନ ବିତୁଛି । କାରଣ ଅଧିକାଂଶ ସ୍ଥାନରେ ହସ୍ପିଟାଲରେ ବେଡ୍ ଖୋଲି ନାହିଁ ତ ଆଉ…

ଶ୍ରୀମନ୍ଦିରରେ ବନକ ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ: ଆଜି ଚୈତ୍ର ଶୁକ୍ଳ ତୃତୀୟ ତିଥିରେ ଶ୍ରୀଜିଉ ମାନଙ୍କ 'ବନକ ଲାଗି' ବା 'ଶ୍ରୀମୁଖ ସିଂହାର' ନୀତି ଅନୁଷ୍ଠିତ ହେବ । ବନକ ଲାଗି ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ପରେ ଅପରାହ୍ନ ୪ଟାରୁ ସନ୍ଧ୍ୟା ୮ଟା ଯାଏ ପ୍ରାୟ ୪ ଘଣ୍ଟା ଧରି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ…

ରାଜ୍ୟରେ ୩ ହଜାର ମୁହାଁ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୨୯୮୯ ଜଣ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ୩ ହଜାର ମୁହାଁ ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ୨୯୮୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୭୩୩ଟି ମାମଲା ଥିବାବେଳେ ସ୍ଥାନୀୟ ସଂକ୍ରମଣ ୧୨୫୬ । ସୁନ୍ଦରଗଡ଼ରୁ ସର୍ବାଧିକ ୬୩୧ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୩୮ ଜଣ…

୩.୨ ତୀବ୍ରତାର ଭୂମିକମ୍ପରେ ଥରିଲା ରାୟଗଡ଼ା

ରାୟଗଡ଼ା: ରାୟଗଡ଼ାରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୋର୍ ପ୍ରାୟ ୪ଟା ସମୟରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି । ଭୂ-ପୃଷ୍ଠରୁ ୧୦ କିଲୋମିଟର ଦୂରରେ ଭୂମିକମ୍ପ ଅନୁଭୂତ ହୋଇଥିବା ବେଳେ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ ।…

ସାରଳା ଦାସଙ୍କର ମହାକାବ୍ୟ ସମସାମୟିକ ଜନଜୀବନର ବାସ୍ତବିକ ଛବି ପ୍ରଦାନ କରେ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ ( ଡିମଡ ୟୁନିଭର୍ସିଟି) ଆନୁକୂଲ୍ୟରେ ଆଦିକବି ସାରଳା ଦାସଙ୍କ ରଚିତ 'ସାରୋଳଦାସ ମହାଭାରଥ' ମହାକବ୍ୟର ଦୁଇଟି ପାଠ ଆଧାରିତ ସଂସ୍କରଣ 'ମୁସଳୀ' ଓ 'ସ୍ଵର୍ଗାରୋହଣ' ସୋଆ ପକ୍ଷରୁ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ବିଶିଷ୍ଟ ଭାଷାବିତ ଡ. ଦେବୀ ପ୍ରସନ୍ନ…

ଶୁକ୍ରବାରରୁ ରାଜସ୍ଥାନରେ ନାଇଟ୍ କର୍ଫ୍ୟୁ

ରାଜସ୍ଥାନ : ସାରା ଦେଶରେ ଚିନ୍ତା ବଢ଼ାଇଲାଣି ମହାମାରୀ କରୋନା । ସଂକ୍ରମଣ ବଢ଼ିବା ସହ ମୃତ୍ୟୁ ସଂଖ୍ୟା ବି ବଢ଼ିବାରେ ଲାଗିଲାଣି । ସଂକ୍ରମଣକୁ ରୋକିବା ପାଇଁ ଆଜିଠୁ ମହାରାଷ୍ଟ୍ରରେ ୧୪୪ ଧାରା ଲାଗୁ ହୋଇଥିବା ବେଳେ, ରାଜସ୍ଥାନରେ ମଧ୍ୟ ନିଆଯାଇଛି କଡ଼ା ପଦକ୍ଷେପ । ଆସନ୍ତା ଶୁକ୍ରବାରରୁ…