Odisha Highcourt: ୭୧୧ ହିନ୍ଦୀ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ରଦ୍ଦ, ପୁଣି ହେବ ପ୍ରିଲିମିନାରି ପରୀକ୍ଷା
କଟକ: ହିନ୍ଦୀ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ରଦ୍ଦ, ପୁଣି ହେବ ପ୍ରିଲିମିନାରି ପରୀକ୍ଷା। ୭୧୧ଟି ହିନ୍ଦୀ ଶିକ୍ଷକ ପଦବୀ ପୂରଣ ପାଇଁ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିସନ୍ ପକ୍ଷରୁ ଅନୁଷ୍ଠିତ ନିଯୁକ୍ତି ପ୍ରକ୍ରିୟାକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ହିନ୍ଦୀ ଶିକ୍ଷକ ପଦ ପାଇଁ ଏ ପର୍ଯ୍ୟନ୍ତ…