ଧଉଳିରେ ନାବାଳିକା ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ସ୍ପର୍ଶକାତର ଏବଂ ବିଚଳିତ କରିବା ପରି ବିଷୟ: ନବୀନ ପଟ୍ଟନାୟକ
ଭୁବନେଶ୍ବର: ଭୁବନେଶ୍ବରର ଧଉଳିରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ କ୍ଷୋଭ ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ରେ ପୋଷ୍ଟ କରି ସେ ଲେଖିଛନ୍ତି ଯେ, ଭୁବନେଶ୍ବର ଛାତି ଉପରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ…