ଆଗାମୀ ୫ ବର୍ଷ ମଧ୍ୟରେ ୧୮୫୮ଟି ଡାକ୍ତରଖାନା ହେବ ‘ଆମ ହସ୍ପିଟାଲ’
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୫ଟି ଜିଲ୍ଲାରେ ୬୭ଟି ‘ଆମ ହସ୍ପିଟାଲ’, ଉମରକୋଟ ଉପଖଣ୍ଡ ହସ୍ପିଟାଲରେ ଡାଏଲେସିସ୍ ସେଣ୍ଟର, ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲ ଓ ଝାରସୁଗୁଡାରେ ବିଏମଆରସି କାର୍ଡିଆକ୍ କେୟାର ହସ୍ପିଟାଲ ଲୋକାର୍ପିତ…