କଇଁଛ ଚାଲାଣ ବେଳେ ମାଡ଼ି ବସିଲା ବନ ବିଭାଗ, ଜଣେ ଗିରଫ
ନବରଙ୍ଗପୁର: ଝରିଗାଁ ବନ ବିଭାଗକୁ ବଡ଼ ସଫଳତା। କଇଁଛ ଚୋରାଚାଲାଣ ବେଳେ ମାଡ଼ି ବସିଲା ବନ ବିଭାଗ। ୩୦ କଇଁଛ ଉଦ୍ଧାର କରାଯାଇଥିବା ବେଳେ ଜଣଙ୍କୁ ଗିରଫ କରାଯାଇଛି। ତେବେ ବନ ବିଭାଗ ପକ୍ଷରୁ ପାଟ୍ରୋଲିଂ କରାଯାଉଥିବାବେଳେ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଚଢ଼ାଉ କରାଯାଇଥିଲା। ଜଣେ ଫେରାର…