Latest Odisha News

BREAKING NEWS

ଟି୨୦: ଭାରତକୁ ବିଶ୍ୱକପ ଜିତାଇଥିବା ରାଜପୁତ ହେଲେ ୟୁଏଇ କୋଚ

ନୂଆଦିଲ୍ଲୀ: ଭାରତର ପୂର୍ବ କ୍ରିକେଟର ଲାଲଚାନ୍ଦ ରାଜପୁତଙ୍କୁ ୟୁଏଇ ମୂଖ୍ୟ କୋଚ ଭାବେ ନିଯୁକ୍ତ କରିଛି । ସେ ମୁଦାସର ନଜରଙ୍କ ସ୍ଥାନରେ ଏହି ଦାୟିତ୍ୱ ତୁଲାଇବେ । ଟି୨୦ ବିଶ୍ୱକପକୁ ଆଖି ଆଗରେ ରଖି ୟୁଏଇ ବୋର୍ଡ ଏହି ନିଷ୍ପତି ନେଇଛି । ସୂଚନାଯୋଗ୍ୟ, ରାଜପୁତଙ୍କ ପ୍ରଶିକ୍ଷଣରେ ଭାରତ ୨୦୦୭…

ଅତନୁ ସବ୍ୟସାଚୀଙ୍କ ‘ସବ୍ୟସାଚୀର ଶବ୍ଦ’ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର : ବିଶ୍ବ ମାତୃଭାଷା ଦିବସ ଅବସରରେ ସ୍ଥାନୀୟ ଭାରତୀୟ ବିଦ୍ୟା ଭବନ ପରିସରରେ ରାଜ୍ୟ ସମବାୟ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ କବିତା ସଂକଳନ " ସବ୍ୟସାଚୀର ଶବ୍ଦ" ଉନ୍ମୋଚିତ ହୋଇଯାଇଛି। ବିଶିଷ୍ଟ ସାହିତ୍ୟିକ ଗୌରହରି ଦାସଙ୍କ…

ଦୁନିଆର ପ୍ରଥମ ଏଆଇ ଶିଶୁ, ମଣିଷଙ୍କ ପରି କରୁଛି ସମସ୍ତ କାମ

ନୂଆଦିଲ୍ଲୀ: ଆଜିକାଲି ଭାରତ ସମେତ ପୁରା ଦେଶରେ ଆର୍ଟିଫିସିଆଲ ଇଣ୍ଟେଲଜେନ୍ସି ବିଷୟରେ ଅନେକ ଚର୍ଚ୍ଚା ହେଉଛି । ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଅର୍ଥାତ୍ AI ର ସାହାଯ୍ୟରେ, ବିଶ୍ଵର ଅଗ୍ରଣୀ ଟେକ୍ କମ୍ପାନୀଗୁଡିକ ନୂତନ ଆବିଷ୍କାର କରୁଛନ୍ତି ଏବଂ ଏପରି ଅନେକ ଫିଚର ଏବଂ ପ୍ରଡକ୍ଟ ସୃଷ୍ଟି…

ଟି୨୦ କ୍ରିକେଟରେ ଦ୍ରୁତ ୧୦ ହଜାର ରନ ସଂଗ୍ରହ କରିବାରେ ରେକର୍ଡ କଲେ ବାବର

ଲାହୋର: ପାକିସ୍ତାନ ସୁପର ଲିଗରେ ବାବର ଆଜମଙ୍କ ବିସ୍ଫୋରକ ବ୍ୟାଟିଂ ଜାରୀ ରହିଛି । ପେଶୱାର ଜାଲମୀର ଅଧିନାୟକ ବାବର ଏଥିସହ ଟି୨୦ କ୍ରିକେଟରେ ଇତିହାସ ରଚିଛନ୍ତି । ସେ ଏହି ଫର୍ମାଟରେ ଦ୍ରୁତ ୧୦ ହଜାର ରନ କରିବାରେ ରେକର୍ଡ କରିଛନ୍ତି । ସେ ବିରାଟ କୋହଲି ଓ କ୍ରିସ ଗେଲଙ୍କୁ ମଧ୍ୟ ପଛରେ ପକାଇ…

ଶାହୀଦଙ୍କୁ ଅଣଦେଖା କଲେ କରୀନା

ମୁମ୍ବାଇ: ଦାଦା ସାହେବ ଫାଲକେ ଆନ୍ତର୍ଜାତୀୟ ପୁରସ୍କାର ସମାରୋହ ମୁମ୍ବାଇରେ ଆୟୋଜିତ ହୋଇଯାଇଛି । ଏଥିରେ ବଲିଉଡର ନାମୀ ଦାମୀ ସେଲିବେଟି ସାମିଲ ହୋଇଥିଲେ । ତେବେ ରେଡ କାର୍ପେଟରେ କରୀନା କାପୁର ଓ ଶାହୀଦ କାପୁର ମୁହାଁମୁହିଁ ହେବାର ଫଟୋ ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି । ଶାହୀଦ ଫିଲ୍ମ…

ପୁରୀଠାରେ ଉଦଘାଟନ ହେଲା ସ୍ୱର୍ଗରଥ

ପୁରୀ: ପୁରୀରେ ଉଦଘାଟନ ହେଲା ସ୍ଵର୍ଗରଥ । ପୁରୀର ସର୍କିଟ ହାଉସ ଠାରେ ଆୟୋଜିତ ଏକ ଉତ୍ସବରେ ରାଜ୍ୟ ସାମାଜିକ ସୁରକ୍ଷା, ଭିନ୍ନକ୍ଷମ କଲ୍ୟାଣ, ବିଜ୍ଞାନ, ପ୍ରଯୁକ୍ତି ବିଦ୍ୟା ଏବଂ ସରକାରୀ ଉଦ୍ୟୋଗ ବିଭାଗର ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ପୁରୀର ପୁରୁଣା ସଦର ଥାନା ଅଞ୍ଚଳର ନିବାସୀ ସ୍ବର୍ଗତଃ…

ଜଣେ କି ଦୁଇ ଜଣ ନୁହେଁ, ୩୬୫ ରାଣୀଙ୍କୁ ସମ୍ଭାଳୁଥିଲେ ଏହି ରାଜା, ଜାଣନ୍ତୁ କିଏ ସେ…

ଭୁବନେଶ୍ଵର: ଆପଣମାନେ ଶୁଣିଥିବେ ଯେ, ପୂର୍ବ କାଳରେ ରାଜା-ମହାରାଜା ମାନେ ଅନେକ ରାଣୀଙ୍କୁ ବିବାହ କରୁଥିଲେ । କିଏ ୨ଟି ତ କିଏ ୮ଟି । ସେ ତାଙ୍କର ଏହି ରଙ୍ଗୀନ ସ୍ୱଭାବ ପାଇଁ ମଧ୍ୟ ବେଶ୍ ଜଣାଶୁଣା ଥାଆନ୍ତି । କିନ୍ତୁ କଣ ଆପଣ ଏପରି ଜଣେ ରାଜାଙ୍କ ବିଷୟରେ ଜାଣିଛନ୍ତି କି ଯାହାର ୨ କି ୪ଟି…

ସୁଧୀର କୁମାର ଧଙ୍ଗଡ଼ାମାଝୀ ପାଇବେ କିଶୋରୀ ଚରଣ ପୁରସ୍କାର

ଭବାନୀପାଟଣା : କିଶୋରୀ ଚରଣ ସ୍ମୃତି ସଂସଦ ପକ୍ଷରୁ ବିଶିଷ୍ଟ ସାହିତ୍ୟିକ କିଶୋରୀ ଚରଣ ଦାସଙ୍କ ସ୍ମୃତିରେ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ କିଶୋରୀ ଚରଣ ପୁରସ୍କାର ଚଳିତ ବର୍ଷ ପାଇଁ ଗଳ୍ପ ପୁସ୍ତକ ‘ଖଂଗାର୍’ ପାଇଁ ଯୁବ କଥାକାର ସୁଧୀର କୁମାର ଧଙ୍ଗଡ଼ାମାଝୀଙ୍କୁ ପ୍ରଦାନ କରାଯିବ ।…

ଆସନ୍ତାକାଲିଠୁ ଆରମ୍ଭ ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା, ଚଳଚଞ୍ଚଳ ମହିମାଗାଦୀ ପୀଠ

ଢେଙ୍କାନାଳ: ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଠାରୁ ଆରମ୍ଭ ହେବ ବିଶ୍ବପ୍ରସିଦ୍ଧ ଜୋରନ୍ଦା ମାଘ ମେଳା । ଯାହାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ମହିମା ଧର୍ମର ମୁଖ୍ୟ ପୀଠ । ପ୍ରତିବର୍ଷ ମାଘ ଶୁକ୍ଳ ଚତୁର୍ଦ୍ଦଶୀ ରେ ଏହି ମେଳା ଅନୁଷ୍ଠିତ ହୋଇଥାଏ । ଆସନ୍ତା ୨୨ ରୁ ୨୪ ତାରିଖ ପର୍ଯ୍ୟନ୍ତ ୩ ଦିନ…

ବିଦେଶିନୀଙ୍କୁ ଅସଦାଚରଣ ଅଭିଯୋଗ, ଲିଙ୍ଗରାଜ ମନ୍ଦିର ସେବାୟତ ଗିରଫ

ଭୁବନେଶ୍ବର: ଲିଙ୍ଗରାଜ ମନ୍ଦିର ନିକଟରେ ବିଦେଶିନୀଙ୍କୁ ଅସଦାଚରଣ କରି ବନ୍ଧା ହେଲେ ସେବାୟତ । ଗିରଫ ସେବାୟତ ଜଣକ ହେଲେ କୁଣ୍ଡୁ ମହାପାତ୍ର । ଅଭିଯୁକ୍ତ ବିରୋଧରେ ଆଇପିସିର ଧାରା ୩୫୪, ୩୫୪ ଏ ରେ ମାମଲା ରୁଜୁ କରାଯାଇଛି । ସୂଚନା ମୁତାବକ, ଲିଙ୍ଗରାଜ ମନ୍ଦିରର ଐତିହ୍ୟ ବିଷୟରେ…