ଆଇପିଏଲ ୨୦୨୪ ସଂସ୍କରଣ ମାର୍ଚ୍ଚ ୨୨ରୁ ଆରମ୍ଭ ହୋଇପାରେ
ମୁମ୍ବାଇ: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୪ ସଂସ୍କରଣ ମାର୍ଚ୍ଚ ୨୨ରୁ ଆରମ୍ଭ ହୋଇପାରେ । ଆଇପିଏଲ ଚେୟାରମ୍ୟାନ ଅରୁଣ ଧୂମଲ ମଙ୍ଗଳବାର ଏକ ନ୍ୟୁଜ ଏଜେନ୍ସିକୁ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ଦେଶରେ ସାଧାରଣ ନିର୍ବାଚନ ହେବା ସତ୍ୱେ ସମସ୍ତ ମ୍ୟାଚ ଭାରତରେ ଖେଳାଯିବ ବୋଲି ସେ ସ୍ପଷ୍ଟ କରିଛନ୍ତି…