ଭଦ୍ରକ ବରପଦା ଇଞ୍ଜିନିୟରିଙ୍ଗ କଲେଜ ଗେଟ ଆଗରେ ବିଭିନ୍ନ ଦାବିନେଇ ବିକାଶ ମଞ ପକ୍ଷରୁ ଧାରଣା
ଭଦ୍ରକ: ଇଡି ରେଡ୍ ପରେ ଦିନକୁ ଦିନ ବଢିବାରେ ଲାଗିଛି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଓ ତାଙ୍କ ପୁଅଙ୍କ ଅଡୁଆ । ଭଦ୍ରକ ସ୍ଥିତ ବରପଦା ଇଞ୍ଜିନିୟରିଂ କଲେଜ୍ ସମ୍ମୁଖରେ ଅନେକ କର୍ମଚାରୀଙ୍କ ଆନ୍ଦୋଳନ । ଗେଟ ଆଗରେ ବରପଦା ବିକାଶ ମଞ୍ଚ ପକ୍ଷରୁ ବିକ୍ଷୋଭ ସହ ନାରାବାଜି । ବିଭିନ୍ନ ଦାବିନେଇ ବିକାଶ…