ଅନ୍ଧାରୁଆ ବାୟୋଟେକରୁ ମେ’ରୁ ବ୍ୟବସାୟିକ ଭାବେ ଟିକା ଉତ୍ପାଦନ ଆରମ୍ଭ ହେବ
ଭୁବନେଶ୍ୱର: ଆଜି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି. କାର୍ତ୍ତିକ ପାଣ୍ଡିଆନ୍ ଭୁବନେଶ୍ୱର ଅନ୍ଧାରୁଆ ବାୟୋଟେକ୍ ପାର୍କସ୍ଥିତ ସାପିଜେନ୍ ବାୟୋଲଜିକ୍ସ ଟିକା ଉତ୍ପାଦନ ପ୍ଲାଣ୍ଟ ପରିଦର୍ଶନ କରିଛନ୍ତି।
ଦୈନିକ ୨.୪ କୋଟି ବିଭିନ୍ନ ପ୍ରକାରର ଟିକା ଉତ୍ପାଦନକ୍ଷମତା ଥିବା ଏହି…