Latest Odisha News

BREAKING NEWS

ବଢିଲା ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ, ୨୦୨୪ ଜୁନ୍ ଯାଏଁ ପଦରେ ରହିବେ

ନୂଆଦିଲ୍ଲୀ: ବଢିଲା ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଥିବା ଜେପି ନଡ୍ଡାଙ୍କ କାର୍ଯ୍ୟକାଳ । ୨୦୨୪ ଜୁନ୍ ମାସ ପର୍ଯ୍ୟନ୍ତ ଦଳର ସଭାପତି ରହିବେ ବୋଲି ଜଣାପଡିଛି । ଜାନୁଆରୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିବା ଏହି ନିଷ୍ପତ୍ତିକୁ ଆଜି ଦଳର ଜାତୀୟ ପରିଷଦ ଦ୍ୱାରା ଅନୁମୋଦିତ…

ଯଶସ୍ୱୀଙ୍କ ଦ୍ୱିଶତକ, ଇଂଲଣ୍ଡ ବିପକ୍ଷରେ ଭାରତର ଐତିହାସିକ ବିଜୟ

ରାଜକୋଟ: ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ଭାରତ ରାଜକୋଟରେ ଇତିହାସ ରଚିଛି । ଏହି ମ୍ୟାଚରେ ଭାରତ ୪୩୪ ରନର ବୃହତ ବିଜୟ ହାସଲ କରି ୫ ମ୍ୟାଚ ବିଶିଷ୍ଟ ସିରିଜରେ ୨-୧ର ଅଗ୍ରଣୀ ହାସଲ କରିଛି । ଭାରତ ପ୍ରଥମ ଇନିଂସରେ ୪୪୫ ରନ କରିଥିଲା । ଜବାବରେ ଇଂଲଣ୍ଡ ୩୧୯ ରନ କରିବା ଫଳରେ ଟିମ…

ଅଖା ଭିତରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର

ରାୟଗଡା: ପୁଣି ଏକ ନବଜାତ ଶିଶୁର ମୃତଦେହ ଉଦ୍ଧାର । ରାୟଗଡ଼ା ବସ୍‌ଷ୍ଟାଣ୍ଡ ପାଖରୁ ଏକ ଅଖା ଭିତରୁ ମିଳିଛି ଜଣେ ନବଜାତ ଶିଶୁପୁତ୍ରର ମୃତଦେହ । ଏହାକୁ ଜଣେ ସଫେଇକର୍ମୀ ପାଇଥିବାବେଳେ, ଶିଶୁଟିର ଦେହରେ ମେଡିକାଲ ଟ୍ୟାଗ୍ ଲାଗିଥିବା ଦେଖିବାକୁ ମିଳିଛି । ମୃତ ଶିଶୁଟିର ଦେହରେ ଲାଗିଥିବା…

ଆମ ଅଧିକାର ଆମକୁ ମିଳୁ: ଯାଦବ ମହାସଂଘ

ଭୁବନେଶ୍ୱର: ରାଜ୍ୟର ମୋଟ ଜନସଂଖ୍ୟାର ଏକ ପଞ୍ଚମାଂଶ ଅର୍ଥାତ ପ୍ରାୟ ୯୦ ଲକ୍ଷ ମତଦାତା ଥିବା ଯାଦବମାନଙ୍କୁ ଅନ୍ୟାନ୍ୟ ଜାତିମାନଙ୍କ ଭଳି ସେମାନଙ୍କର ଅଧିକାର ଦିଆଯାଉ । ରାଜ୍ୟରେ ପଛୁଆ ବର୍ଗର ବିଭିନ୍ନ ଜାତି ସମାଜର ସର୍ବାଙ୍ଗୀନ ଉନ୍ନତି ପାଇଁ ସରକାର ଯେପରି ସହାୟତା ଯୋଗାଇ ହେଉଛନ୍ତି…

ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ, ଫେବୃଆରୀ ୨୧ରୁ ଅନଲାଇନରେ…

ପୁରୀ: ଖୁବ ଶୀଘ୍ର ଆକାଶପଥରେ ଯୋଡ଼ିହେବ ଶ୍ରୀକ୍ଷେତ୍ର । ଭବ୍ୟ ଅନୁଭବ ପାଇବେ ଭକ୍ତ ଓ ତୀର୍ଥଯାତ୍ରୀ । ପୁରୀରେ ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ ଦିଆଯାଇଛି । ଏନେଇ ୨୨ ଶହ ୩ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି । ଫେବୃଆରୀ ୨୧…

ଜଙ୍ଗଲରେ ପତ୍ର ତୋଳୁଥିବାବେଳେ ମହିଳାଙ୍କ ଦେହରେ ବାଜିଲା ଗୁଳି

ଗଞ୍ଜାମ: ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବେଡ଼ିଗୋବା ଗ୍ରାମରେ ମହିଳାଙ୍କୁ ଗୁଳିମାଡ । ଗୁଳିମାଡ଼ରେ ସ୍ବପ୍ନା ସାହୁ ନାମକ ଜଣେ ମହିଳା ଗୁରୁତର ହୋଇଛନ୍ତି । ମହିଳାଙ୍କୁ ପ୍ରଥମେ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା ସେଠାରେ ତାଙ୍କର ପ୍ରାଥମିକ ଚିକିତ୍ସା କରାଯାଇଥିଲା । ପରେ…

ବିଜାପୁରରେ ପୁଣି ମାଓ ହିଂସା, ସିଏଏଫ୍‌ ଯବାନଙ୍କ ଗଳାକାଟି ହତ୍ୟା କଲେ ଲାଲବାହିନୀ

ମାଲକାନଗିରି: ପୁଣି ଲାଲବାହିନୀଙ୍କ ଲଙ୍କାକାଣ୍ଡ । ମାଲକାନଗିରି–ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ଜଣେ ସିଏଏଫ୍‌ ଯବାନଙ୍କ ଗଳାକାଟି ହତ୍ୟା କରିଛନ୍ତି ଲାଲ୍‌ ବାହିନୀ । ହତ୍ୟାକାଣ୍ଡର ଶିକାର ହୋଇଥିବା ଯବାନ ଜଣକ ହେଲେ କମାଣ୍ଡର ତିଜାଓ ରାମ ଭୁଆର୍ଯ୍ୟ । ସେ ବିଜାପୁର ଜିଲ୍ଲା କୁଟୁରୁ…

ହଷ୍ଟେଲ ଛାତରୁ ପଡି ଆଇଟିଆଇ ଛାତ୍ରଙ୍କ ମୃତ୍ୟୁ

ରାଉରକେଲାର: ହଷ୍ଟେଲ ଛାତରୁ ପଡି ଜଣେ ଆଇଟିଆଇ ଛାତ୍ରଙ୍କ ମୃତ୍ୟୁ । ରାଉରକେଲାର ଜଗଦା ସ୍ଥିତ ଏକ ଘରୋଇ ଆଇଟିଆଇ ର ହଷ୍ଟେଲରେ ଘଟିଛି ଏହି ଦୁଃଖଦ ଘଟଣା । ମୃତ ଛାତ୍ର ଜଣକ ହେଲେ ଅତୁଲ୍ୟମ ଜୋଜୋ । ସେ ଆଇଟିଆଇର ପ୍ରଥମ ବର୍ଷର ଛାତ୍ର ଥିଲେ । ମୃତ ଛାତ୍ରଙ୍କ ଘର ହାତୀବାରି ବଂଶଯୋର ଗାଁରେ…

ସମାଧୀ ନେଲେ ଜୈନ ଗୁରୁ ଆଚାର୍ଯ୍ୟ ଶ୍ରୀ ବିଦ୍ୟାସାଗର ଜୀ ମହାରାଜ, ଟ୍ବିଟ୍ କରି ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

ରାୟପୁର: ଜୈନ ଧର୍ମର, ଦିଗର ମୁନି ପରମ୍ପରାର ଆଚାର୍ଯ୍ୟ ଶ୍ରୀ ବିଦ୍ୟାସାଗର ଜୀ ମହାରାଜ ଦେହତ୍ୟାଗ କରିଛନ୍ତି । ସେ ଗତକାଲି ଅର୍ଥାତ୍ (ଫେବୃଆରୀ ୧୭) ବିଳମ୍ବିତ ରାତି ୨ ଟା ୩୫ରେ ଛତିଶଗଡ ଡୋଙ୍ଗରଗଡର ଚନ୍ଦ୍ରଗିରି ତିର୍ଥା ଠାରେ ସମାଧୀ ନେଇଛନ୍ତି । ଏହାପୂର୍ବରୁ ସେ ଆଚାର୍ଯ୍ୟ ପଦରୁ ଇସ୍ତଫା…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀ କାଟିଦେଲା ସ୍ୱାମୀର ବେକ

ବ୍ରହ୍ମପୁର: ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀ କାଟିଦେଲା ସ୍ୱାମୀର ବେକ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ବରିଗୁଡ଼ା ଗାଁରେ । ଆହତ ବ୍ୟକ୍ତି ଜଣଙ୍କ ହେଲେ ରୋହିତ ପାତ୍ର (୪୫) । ତାଙ୍କୁ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଛି । ଖବର ମୁତାବକ, ବରିଗୁଡା…