ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ଅଂଶୁମାନ ମହାନ୍ତି
ଭୁବନେଶ୍ୱର: କଂଗ୍ରେସର ପୂର୍ବତନ ବିଧାୟକ ତଥା ଯୁବନେତା ଅଂଶୁମାନ ମହାନ୍ତି ଆଜି ଶାସକ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ଭୁବନେଶ୍ୱରସ୍ଥିତ ଦଳୀୟ ମୁଖ୍ୟାଳୟରେ ତାଙ୍କୁ ବରିଷ୍ଠ ବିଜେଡି ନେତାମାନେ ସ୍ୱାଗତ କରିଛନ୍ତି।
କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ…