ଦିଲ୍ଲୀ ଅଲିପୁର ଅଗ୍ନିକାଣ୍ଡ : ୧୧କୁ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
ନୂଆଦିଲ୍ଲୀ: ଦିଲ୍ଲୀର ଅଲିପୁର ସ୍ଥିତ ଦୟାଲପୁର ମାକେର୍ଟରେ ଥିବା ଏକ ପେଣ୍ଟ କାରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ପ୍ରାୟ ୧୧ ଜଣ ଜୀବନ୍ତ ଦଗ୍ଧ ହୋଇଥିବା ଜଣାପଡ଼ିଛି । ଏଥିସହ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି…