Latest Odisha News

BREAKING NEWS

ସାର୍ଟିଫିକେଟ ଜାଳି ଚାକିରି ଦାବି କଲେ ଇଞ୍ଜିନିୟରିଂ ଛାତ୍ର

ଭୁବନେଶ୍ୱର: ରାଜ୍ୟ ସରକାର ଚାକିରି ଦେବାରେ ବିଫଳ ହେବା ପ୍ରତିବାଦରେ ଇଞ୍ଜିନିୟରିଂ ଛାତ୍ରଛାତ୍ରୀ ତାଙ୍କ ସାର୍ଟିଫିକେଟରେ ନିଆଁ ଲଗାଇ ଦେଇଛନ୍ତି। ଇଞ୍ଜିନିୟରିଂ ଡିପ୍ଲୋମା ଓ ଡିଗ୍ରୀ ପାଠ୍ୟକ୍ରମ ଶେଷ କରିଥିବା ଛାତ୍ରଛାତ୍ରୀମାନେ ରାଜଧାନୀସ୍ଥିତ ଜଳସମ୍ପଦ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ…

ଲୋକସଭାକୁ ବାଏ ବାଏ, ରାଜ୍ୟସଭାରେ ପ୍ରବେଶ କରିବେ ସୋନିଆ ଗାନ୍ଧୀ?

ନୂଆଦିଲ୍ଲୀ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧି ଲୋକସଭାରେ ତାଙ୍କର ଦୀର୍ଘ କାର୍ଯ୍ୟକାଳ ଶେଷ କରି ରାଜ୍ୟସଭାକୁ ଯିବାର ସମ୍ଭାବନା ରହିଛି। କଂଗ୍ରେସର ଶୀର୍ଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସୋନିଆ ରାଜସ୍ଥାନରୁ ଦଳର ରାଜ୍ୟସଭା ପ୍ରାର୍ଥୀ ହେବାକୁ ଯାଉଛନ୍ତି। ୭୭ ବର୍ଷ…

ପିଡିଏସ୍ ହିତାଧିକାରୀଙ୍କ ପାଇଁ ୧୦୦୦ ଟଙ୍କା, ଗ୍ରାମୀଣ ଯୁବକଙ୍କ ପାଇଁ ଆରମ୍ଭ ହେଲା ନୂଆ ଯୋଜନା

ଭୁବନେଶ୍ୱର:  ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ବଜେଟରେ ଗରିବ ଓ ଯୁବବର୍ଗଙ୍କ ପାଇଁ ଅନେକ କଲ୍ୟାଣମୂଳକ ପଦକ୍ଷେପ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ୧୪ଟି ବିଭାଗର ୨୬ଟି ପ୍ରସ୍ତାବକୁ ଅନୁମୋଦନ କରାଯିବା ସହ…

ରାଜ୍ୟସଭା ନିର୍ବାଚନ ପାଇଁ ୨ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ଶାସକ ଦଳ ବିଜୁ ଜନତା ଦଳ (ବିଜେଡି) ନିଜର ଦୁଇ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଏକ ପ୍ରେସ୍ ବିଜ୍ଞପ୍ତି ଜାରି କରି ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କୁ…

କୋରାପୁଟ ଗୁପ୍ତେଶ୍ବର ଜଙ୍ଗଲକୁ ମିଳିଲା ‘ଜୈବବିବିଧତା ଐତିହ୍ୟସ୍ଥଳ’ ମାନ୍ୟତା

କୋରାପୁଟ: କୋରାପୁଟ ଜିଲ୍ଲାର ଗୁପ୍ତେଶ୍ୱର ଗୁମ୍ଫା ମନ୍ଦିର ନିକଟରେ ଥିବା ୩୦ କିଲୋମିଟର ପରିଧି ଅଂଚଳ ଜଙ୍ଗଲକୁ ଜୈବ ବିବିଧତା ଅଧିନିୟମ ୨୦୦୨ ଅନୁଯାୟୀ ‘ଜୈବବିବିଧତା ଐତିହ୍ୟସ୍ଥଳ’ ମାନ୍ୟତା ଦିଆଯାଇଛି । ଏନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି । ଏନେଇ…

ଓଡ଼ିଶା ସରକାର ଆନ୍ଧ୍ର ପାଖରେ କୋଟିଆକୁ ସମର୍ପି ଦେଇଛନ୍ତି: କଂଗ୍ରେସ

ଭୁବନେଶ୍ୱର: କୋଟିଆରେ ଆନ୍ଧ୍ରର ବେଆଇନ କାର୍ଯ୍ୟକୁ ପ୍ରତିବାଦ କରିବାରେ ନବୀନ ସରକାର ବିଫଳ ହୋଇଛନ୍ତି । କୋରାପୁଟ ଜିଲ୍ଳାର କୋଟିଆ ପଂଚାୟତରେ ଆନ୍ଧ୍ର ସରକାର ଯେଭଳି ଭାବରେ କାର୍ଯ୍ୟକ୍ରମ କରୁଛନ୍ତି ଏବଂ ଓଡ଼ିଶାର ସରକାରଙ୍କ ପକ୍ଷରୁ ଯେପରି ନୀରବତା ଅବଲମ୍ବନ କରାଯାଉଛି ଏଥିରୁ ଅନୁମେୟ ଓଡ଼ିଶା…

ବ୍ରହ୍ମପୁର ଏମକେସିଜି ମେଡିକାଲରେ ର‍୍ୟାଗି°, ସିନିୟର ଛାତ୍ରଙ୍କ ମାଡ଼ରେ ଲହୁଲୁହାଣ ଜୁନିୟର ଛାତ୍ର

ବ୍ରହ୍ମପୁର: ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ପୁଣି ର‍୍ୟାଗିଂ ଅଭିଯୋଗ । ଦ୍ୱିତୀୟ ବର୍ଷର ଡାକ୍ତରୀ ଛାତ୍ରଙ୍କୁ ଦୁଇଜଣ ସିନିଅରଛାତ୍ର ମାଡ଼ ମାରିବା ସହ ର‍୍ୟାଗିଂ କରିଥିବା ନେଇ ଅଭିଯୋଗ ହୋଇଛି । ଏନେଇ ପୀଡିତଙ୍କ ବାପା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଏପରିକି ଆଣ୍ଟି ର‍୍ୟାଗିଂ…

ଦ୍ୱନ୍ଦ୍ୱର ଘଟିଲା ଅନ୍ତ, ଏପ୍ରିଲ ୧୪ରେ ପାଳନ ହେବ ପଣା ସଂକ୍ରାନ୍ତି

ପୁରୀ: ପଣା ସଂକ୍ରାନ୍ତି ତଥା ଓଡିଆ ନବବର୍ଷ ପାଳନ ନେଇ ଦୂର ହେଲା ଦ୍ୱନ୍ଦ । ପାଞ୍ଜି ସମସ୍ୟା ନେଇ ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବସିଥିବା ସମୀକ୍ଷା ବୈଠକ ଶେଷ ହୋଇଛି । ବୈଠକରେ ଆସନ୍ତା ୧୪ ତାରିଖରେ ଶ୍ରୀମନ୍ଦିରରେ ପଣା ସଂକ୍ରାନ୍ତି ପାଳିତ ହେବା ନେଇ ନିଷ୍ପତ୍ତି ହୋଇଛି ।…

ସମସ୍ତ କଟକଣାକୁ ଫୁ’, ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ

ପୁରୀ: ପୁଣି ଶ୍ରୀମନ୍ଦିର ସୁରକ୍ଷା ନେଇ ଉଠିଲା ପ୍ରଶ୍ନ । ଶ୍ରୀମନ୍ଦିର ଉପରେ ପୁଣି ଉଡ଼ିଲା ଡ୍ରୋନ । ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡାଇବା ଉପରେ କଟକଣା ଥିଲେ ମଧ୍ୟ ଡ୍ରୋନ୍ ଯୋଗେ ଆକାଶ ମାର୍ଗରୁ ଶ୍ରୀମନ୍ଦିର ଭିଡିଓ ଉତ୍ତୋଳନର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି । ଏହି ଘଟଣା ଜଣା…

ଆଉ ୫ଟି ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଉ ୫ଟି ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ୍ । ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବଲାଙ୍ଗିର, ବରଗଡ, ଭଦ୍ରକ, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ  ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ…