ଖୁବଶୀଘ୍ର ଚନ୍ଦ୍ରକୁ ଯିବେ ଭାରତୀୟ ମହାକାଶଚାରୀ: ISRO
ନୂଆଦିଲ୍ଲୀ: ମହାକାଶ ଗବେଷଣା କ୍ଷେତ୍ରରେ ଆଗେଇ ଚାଲିଛି ଇସ୍ରୋ। ତେବେ ଖୁବଶୀଘ୍ର ଚନ୍ଦ୍ରକୁ ଭାରତୀୟ ମହାକାଶଚାରୀଙ୍କୁ ପ୍ରେରଣ କରାଯିବ। ଇସ୍ରୋର ଚନ୍ଦ୍ରାୟନ -୩ ମିଶନ ପ୍ରକଳ୍ପ ନିର୍ଦ୍ଦେଶକ ପି ଭେରାମୁଥୁଭେଲ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ୨୦୩୫ ସୁଦ୍ଧା ନିଜର ସ୍ପେସ୍ ଷ୍ଟେସନ…