ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର, କାରରୁ ୪.୨୭ ଲକ୍ଷ ଜବତ
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଜଗତସିଂହପୁର ଆରଟିଓ ଟ୍ରାଫିକ ଇନ୍ସପେକ୍ଟର। ଟ୍ରାଫିକ ଇନ୍ସପେକ୍ଟର ପ୍ରଶାନ୍ତ ମହାପାତ୍ରଙ୍କୁ ଧରିଲା ଭିଜିଲାନ୍ସ। ନିଜ ଗାଡ଼ିରେ ନଗଦ ୪ ଲକ୍ଷ୨୭ ହଜାର ଟଙ୍କା ନେଇ ଭୁବନେଶ୍ବର ଯାଉଥିବା ବେଳେ ମାଡି ବସିଛି ଭିଜିଲାନ୍ସ ଟିମ୍ ।
କାରରେ ଭୁବନେଶ୍ବର ଅଭିମୁଖେ…