ଓଡ଼ିଶାରେ ଆୟୋଜିତ ହେବ ଏଫ୍ଆଇଭିବି ବିଚ୍ ଭଲିବଲ୍ ଏଫ୍ଆଇଭିବି
ଭୁବନେଶ୍ୱର: ଓଡ଼ିଶାରେ କିଟ୍ ଓ କିସ୍ ସହଯୋଗରେ ୨୦୨୬ରୁ ଲଗାତାର ୩ବର୍ଷ ଏଫ୍ଆଇଭିବି ବିଚ୍ ଭଲିବଲ୍ ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି ଅନ୍ତର୍ଜାତୀୟ ଭଲିବଲ ସଂଘ (ଏଫଆଇଭିବି) ସଭାପତି ଫାବିଓ ଆଜେଭେଦୋ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି।
କିଟ୍ ଓ କିସର ବ୍ୟାପକ ସୁବିଧା…