ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ
କଟକ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ ରଘୁବର ଦାସ । ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ନେଇ ଗତ ୨ ତାରିଖରେ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…