ଆରଏସ୍ଏସ୍ ଓଡିଶା ପୂର୍ବପ୍ରାନ୍ତର ପ୍ରାନ୍ତ ସଂଘଚାଳକ ନିର୍ବାଚନ
ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ, ଓଡିଶା ପୂର୍ବ ପ୍ରାନ୍ତର ଦୁଇ ଦିନିଆ ପ୍ରାନ୍ତ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ଉତ୍କଳ ବିପନ୍ନ ସହାୟତା ସମିତି ପରିସରରେ ଅନୁଷ୍ଠିତ ହୋଇଯାଇଛି । ଫେବୃୟାରୀ ୩ ଓ ୪ ଦୁଇ ଦିନ ଧରି ଅନୁଷ୍ଠିତ ଏହି ବୈଠକର ଶେଷ ଦିନରେ ସଂଘର ପ୍ରାନ୍ତ କାର୍ଯ୍ୟକାରିଣୀ…