ବଜେଟ୍ ଅର୍ଥ କେଉଁ ସୂତ୍ରରୁ ଆସେ ଅର୍ଥ, କେମିତି ହୁଏ ଖର୍ଚ୍ଚ
ନୂଆଦିଲ୍ଲୀ: ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ବଜେଟ୍ରେ ସମାଜର ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ବ୍ୟବସ୍ଥା ହୋଇଛି। ସବ୍କା ସାଥ ମନ୍ତ୍ରରେ ଦେଶ ଆଗେଇ ଚାଲିଛି । ୨୦୪୭ ସୁଦ୍ଧା ବିକଶିତ ଭାରତ ଆମର ମୂଳ ଲକ୍ଷ୍ୟ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ। ତେବେ…