ଏଟିଏମ୍ ଲୁଟ ଘଟଣାରେ ୫ ଆନ୍ତଃରାଜ୍ୟ ଲୁଟେରା ଗିରଫ
ନବରଙ୍ଗପୁର: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଏସ୍ବିଆଇ ଏଟିଏମ୍ ଲୁଟ୍ ଘଟଣାର ପର୍ଦ୍ଦାଫାସ। ଏହି ଲୁଟ୍ ଘଟଣାରେ ପୋଲିସ ୫ ଆନ୍ତଃରାଜ୍ୟ ଏଟିଏମ୍ ଲୁଟେରା ଗିରଫ ହୋଇଛନ୍ତି। ସେମାନଙ୍କ ଠାରୁ ୧୫ ଲକ୍ଷ ୯୭ ହଜାର ୨୦୦ ଟଙ୍କା, ଗୋଟିଏ ଦେଶୀ ବନ୍ଧୁକ, ଗୋଟିଏ ନକଲି ନମ୍ବର ପ୍ଲେଟ ଥିବା କାର…