Latest Odisha News

BREAKING NEWS

କବିତା : ପ୍ରେମ ଏକ

ତପସ୍ୱିନୀ ଶତପଥୀ ଶାଶ୍ୱତ ଅମୃତର ସ୍ପର୍ଶ ଯୋଡ଼େ ଦୁଇ ଅନ୍ତର ନା ତାର ପ୍ରେମ କରଇ ସଭିଙ୍କୁ ହର୍ଷ ସୁପ୍ତ ଚେତନାକୁ ଜାଗ୍ରତ କରେ ସ୍ଵୟଂ ସିଦ୍ଧ କରେ ପରିଚୟ । ମୃଦୁ ମଳୟର ମଳୟ ପବନେ ପୁଲକିତ ସ୍ପନ୍ଦନ ପ୍ରେମ ନିଷ୍ପାପ କରେ ଜୀବନ ବନ୍ଧନ ଶ୍ରାବଣ ଭିଜା ବରଷା ଟିପାରେ ତନୁ ମନ…

ବଜେଟ ଅଧିବେଶନ୨୦୨୪: କାଶ୍ମୀର ଠାରୁ ଜ୍ଞାନବ୍ୟାପୀ ପର୍ଯ୍ୟନ୍ତ…ଜାଣନ୍ତୁ କେଉଁ ପ୍ରସଙ୍ଗରେ ଗୃହରେ ହେବ ଆଲୋଚନା

ନୂଆଦିଲ୍ଲୀ: ଆଜିଠୁ ସଂସଦର ବଜେଟ ଅଧିବେଶନ । ଆଜି ଠାରୁ ଆରମ୍ଭ ହୋଇ ଏହା ଆସନ୍ତା ଫେବୃୟାରୀ ୯ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ । ବର୍ତ୍ତମାନ ଲୋକସଭାର ଏହା ହେଉଛି ଶେଷ ଅଧିବେଶନ | ଏପ୍ରିଲ-ମେ ମାସରେ…

ଏହି ଫଳର କେବଳ ମଞ୍ଜି ନୁହେଁ, ଚୋପାରେ ମଧ୍ୟ ରହିଛି ଅନେକ ସ୍ଵାସ୍ଥ୍ୟଗତ ଫାଇଦା

ଭୁବନେଶ୍ଵର: ପୋଷକ ତତ୍ତ୍ୱରେ ଭରପୁର ଡାଳିମ୍ବ ଶରୀର ପାଇଁ ବହୁ ମାତ୍ରାରେ ଲାଭଦାୟକ ସାବ୍ୟସ୍ତ ହୋଇଥାଏ । ଶରୀରରେ ରକ୍ତର ମାତ୍ରା ବଢାଇବା ପାଇଁ ଡାଳିମ୍ବ ରାମବାଣ ସଦୃଶ୍ୟ । ଡାଳିମ୍ବର ମଞ୍ଜି ଠାରୁ ଆରମ୍ଭ କରି ତା’ର ଚୋପା ପର୍ଯ୍ୟନ୍ତ ସବୁଥିରୁ ଶରୀରକୁ ପୋଷକ ତତ୍ତ୍ଵ ମିଳିଥାଏ । ଡାଳିମ୍ବ…

ଗୋଟିପୁଅ ନୃତ୍ୟ ମହୋତ୍ସବ-୨୦୨୪ ଉଦଯାପିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ ‘ଗୋଟିପୁଅ ନୃତ୍ୟ ମହୋତ୍ସବ-୨୦୨୪ ଉଦଯାପିତ ହୋଇଯାଇଛି। ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସମ୍ପାଦକ ପ୍ରବୋଧ କୁମାର ରଥ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପ୍ରଦୀପ…

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉପଲକ୍ଷେ ଭାଷାବିତ ଓ ସାହିତ୍ୟିକମାନଙ୍କ ସହ ଆଲୋଚନା

ଭୁବନେଶ୍ୱର : ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଆର. ବାଲକ୍ରିଷ୍ଣନ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଭାଷାବିତ ଓ ସାହିତ୍ୟିକମାନଙ୍କ ସହ ଆଲୋଚନା କରାଯାଇଛି ଏହି ଆଲୋଚନାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ…

ଓଡ଼ିଶା ଲଳିତ କଳା ଏକାଡେମୀ ଦ୍ଵାରା ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନୀତ ବିନୋଦ ମହାରଣା ସମ୍ବର୍ଦ୍ଧିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅନ୍ତର୍ଗତ ଓଡ଼ିଶା ଲଳିତ କଳା ଏକାଡେ଼ମୀ ଦ୍ଵାରା ଚଳିତ ବର୍ଷ ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନୀତ ବିଶିଷ୍ଟ ଚିତ୍ରଶିଳ୍ପୀ ବିନୋଦ ମହାରଣାଙ୍କୁ ଏକାଡେମୀ କାର୍ଯ୍ୟାଳୟରେ ଏକାଡେମୀର ସଭାପତି ସୁଦର୍ଶନ ପଟ୍ଟନାୟକ ସମ୍ବର୍ଦ୍ଧିତ…

ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ମହାତ୍ମା ଗାନ୍ଧୀ ଗ୍ୟାଲେରୀ ଉନ୍ମୋଚିତ

ଭୁବନେଶ୍ୱର :  ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ଅବସରରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ମହାତ୍ମା ଗାନ୍ଧୀ ଗ୍ୟାଲେରୀ ଉନ୍ମୋଚିତ ହୋଇଯାଇଛି । କାର୍ଯ୍ୟକ୍ରମରେ ସଂଗ୍ରହାଳୟର ନିର୍ଦ୍ଦେଶକ ଶ୍ରୀ ଅନୁଜ ଦାସ ପଟ୍ଟନାୟକ ଅତିଥି ଭାବରେ ଯୋଗ ଦେଇଥିଲେ ।ଏହି ଗ୍ୟାଲେରୀରେ…

ଦେଶରେ ଅଛନ୍ତି ୭୧୮ ସ୍ନୋ ଲିଓପାର୍ଡ, ଲଦାଖରେ ସର୍ବାଧିକ

ନୂଆଦିଲ୍ଲୀ: ପ୍ରଥମ ଥର ପାଇଁ ଦେଶରେ ଭାରତୀୟ ବନ୍ୟଜୀବ ସଂସ୍ଥାନ ଦ୍ୱାରା ସ୍ନୋ ଲିଓପାର୍ଡ ଗଣତି କରାଯାଇଛି । ଏହି ଗଣନାରେ ଦେଶରେ ୭୧୮ ସ୍ନୋ ଲିଓପାର୍ଡ ରହିଥିବା ଜଣାପଡିଛି । ଯାହାକୁ ନେଇ ପରିବେଶପ୍ରେମୀ ଓ ପଶୁପ୍ରେମୀମାନେ ଉତ୍ସାହିତ ହୋଇ ପଡିଛନ୍ତି । କେନ୍ଦ୍ର ଜଳବାୟୁ ଜଙ୍ଗଲ ଓ ପରିବେଶ…

୧୯ ବର୍ଷରୁ କମ ବିଶ୍ୱକପ: ସୁପର ସିକ୍ସରେ ନ୍ୟୁଜିଲାଣ୍ଡକୁ ୨୧୪ ରନର ହରାଇଲା ଭାରତ

ବ୍ଲୋମଫୋର୍ଟନ: ଚଳିତ ୧୯ ବର୍ଷରୁ କମ ବିଶ୍ୱକପ କ୍ରିକେଟରେ ଭାରତ ସୁପର ସିକ୍ସ ଅଭିଯାନ ସମ୍ପୂର୍ଣ୍ଣ ଷ୍ଟାଇଲରେ ଆରମ୍ଭ କରିଛି । ଗ୍ରୁପ ୧ ମୁକାବିଲାରେ ଭାରତ ୨୧୪ ରନରେ ନ୍ୟୁଜିଲାଣ୍ଡକୁ ହରାଇଛି । ଭାରତ ପ୍ରଥମେ ବ୍ୟାଟିଂ କରି ୫୦ ଓଭରରେ ୮ୱିକେଟ ବିନିମୟରେ ୨୯୫ ରନ କରିଥିଲା । ମୁଶୀର ଖାଁ…

ରାଜ୍ୟପାଳ ରଘୁବର ଦାସ ଦେଖିବେ ଫିଲ୍ମ “ଶାନ୍ତି ଆପାର୍ଟମେଣ୍ଟ”

ଭୁବନେଶ୍ବର: ଫେବୃଆରୀ ୨ରେ ପରଦାକୁ ଆସିବ ବହୁ ପ୍ରତୀକ୍ଷିତ ଓଡ଼ିଆ ଚଳଚ୍ଚିତ୍ର ‘ଶାନ୍ତି ଆପାର୍ଟମେଣ୍ଟ’ । ରାଜ୍ୟପାଳ ରଘୁବର ଦାସ ଏହି ସିନେମା ଦେଖିବେ । ଏଥିପାଇଁ ଚଳଚ୍ଚିତ୍ରର ନାୟିକା ରାଗିଣୀ ଓ ନିର୍ଦ୍ଦେଶକ ଅଶ୍ଵିନୀ ତ୍ରିପାଠୀ ରାଜଭବନରେ ରାଜ୍ୟପାଳଙ୍କୁ ଭେଟିବା ସହ ପ୍ରିମିୟରରେ ଯୋଗ…