କଂଗ୍ରେସର ଭୋଟ ଚୋରି ରାଲି; କମ୍ପୁଛି ରାମଲୀଳା ମଇଦାନ
ନୂଆଦିଲ୍ଲୀ: ନିର୍ବାଚନ ପ୍ରକ୍ରିୟାରେ ଗୁରୁତର ଅନିୟମିତତା ଓ ଭୋଟ ଚୋରି ଅଭିଯୋଗରେ କଂଗ୍ରେସ ଆଜି ଦିଲ୍ଲୀର ରାମଲୀଳା ମୈଦାନରେ ଏକ ବଡ଼ ରାଲି ଆରମ୍ଭ କରିଛି।ଏହି ପ୍ରତିବାଦରେ କଂଗ୍ରେସର ବରିଷ୍ଠ ନେତାମାନେ ଅଂଶଗ୍ରହଣ କରିଛନ୍ତି।
କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ପୂର୍ବତନ…