ତାମିଲନାଡ଼ୁ ଗ୍ୟାସ୍ ଟ୍ରାଜେଡି: ଓଡ଼ିଶା ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି
ଭୁବନେଶ୍ୱର: ତାମିଲନାଡୁର ତିରୁଭଲ୍ଲୁର ଜିଲ୍ଲାର ଏକ ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ଦୁର୍ଘଟଣାରେ ଆଉ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ମୋଟ୍ ମୃତକଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି।
ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଥିବା ଆଉ ଜଣେ…