‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡିଶା’ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଶୁଭାରମ୍ଭ ହେଲା ‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡିଶା’ ଅଭିଯାନ । ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ଲୋକ କଳାକାର ମାନଙ୍କ ଜରିଆରେ ଚାଲିବ ସୂଚନା, ଶିକ୍ଷା ଓ ସଂଚାର (IEC) କାର୍ଯ୍ୟକ୍ରମ । ଏହା ଦ୍ବାରା…