ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୬ ମୃତ, ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କେଲେ ମୁଖ୍ୟମନ୍ତ୍ରୀ
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ହୋଇଛି । ସେଣ୍ଟ୍ରିଂ ବେଳେ ଶ୍ବାସରୁଦ୍ଧ ହୋଇ ଜୀବନ ଯାଇଥିବା ଜଣାପଡିଛି । ଜଣେ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।…