ନବରଙ୍ଗପୁରରେ ‘ନୂଆ-ଓ ‘କାର୍ଯ୍ୟକ୍ରମ, ଭିଡିଓ କନଫରେନ୍ସିଂରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ନବରଙ୍ଗପୁର: ନବରଙ୍ଗପୁର ଠାରେ ନୂଆ-ଓ ଫେଷ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ମଣ୍ଡେଇ ପଡିଆ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଶୁଭେଚ୍ଛା ଜଣେଇଥିଲେ ।…