Latest Odisha News

BREAKING NEWS

ଯାତ୍ରାପାର୍ଟି ଗାଡି ଓଲଟିବା ଘଟଣା, ମୃତକଙ୍କ ପରିବାରକୁ ୩ଲକ୍ଷ ଟଙ୍କାର ସହାୟତା ଘୋଷଣା

ଭୁବନେଶ୍ଵର: ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ…

ପ୍ରଥମେ କାହାକୁ ମିଳିଥିଲା ଭାରତ ରତ୍ନ, ଜାଣନ୍ତୁ ବର୍ଷକୁ କେତୋଟି ଲୋକଙ୍କୁ ମିଳିପାରିବ ଏହି ସମ୍ମାନ

ଭୁବନେଶ୍ଵର: ଦେଶର ସର୍ବଚ୍ଚୋ ନାଗରିକ ସମ୍ମାନ ‘ଭାରତ ରତ୍ନ’ର ପ୍ରଥା ପ୍ରଥମ ରାଷ୍ଟ୍ରପତି ଡା.ରାଜେନ୍ଦ୍ର ପ୍ରସାଦଙ୍କ ନେତୃତ୍ଵରେ ଆରମ୍ଭ ହୋଇଥିଲା । କୌଣସି ବି କ୍ଷେତ୍ରରେ ଜଣେ ବ୍ୟକ୍ତିର ଅତୁଳନୀୟ ସେବା ପାଇଁ ଏହି ସମ୍ମାନ ପ୍ରଦାନ କରାଯାଏ । ୧୯୫୪ ମସିହାରେ ଏହି ସମ୍ମାନ କେବଳ ଜୀବିତ…

ଲୋକାର୍ପିତ ହେଲା ଓଡ଼ିଆ ବିଶ୍ବବିଦ୍ୟାଳୟ, ଭର୍ଚ୍ଚୁଆଲ ମୋଡରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ଓଡ଼ିଶା ଇତିହାସରେ ଯୋଡ଼ିହେଲା ପୁଣି ଏକ ନୂତନ ଅଧ୍ୟାୟ । ପୂରଣ ହେଲା କୋଟିକୋଟି ଓଡ଼ିଆଙ୍କର ସ୍ୱପ୍ନ । ଉଦଘାଟନ ହେଲା ସତ୍ୟବାଦୀ ଓଡିଆ ବିଶ୍ବ ବିଦ୍ୟାଳୟର ନୁଆ ବିଲଡିଂ । ପଞ୍ଚସଖା ଖେଳ ପଡିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଏହି ବିଲଡିଂର ଲୋକାର୍ପଣ କରିଛନ୍ତି ।…

ରାମ ମନ୍ଦିରରେ ଆଲୌକିକ ଘଟଣା, ଭଗବାନଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ମନ୍ଦିରରେ ହାଜିର ହେଲେ ଭକ୍ତ ହନୁମାନ

ଅଯୋଧ୍ୟା: ଚମତ୍କାର ଓ ଅଲୌକିକ । ୩ଦିନ ହେବ ଜନ୍ମସ୍ଥାନରେ ବିରାଜିଲେଣି ଭଗବାନ । କେତେ ବା ଆଉ ନିଜକୁ ସମ୍ଭାଳି ରଖିଥାନ୍ତେ ଭକ୍ତ । ମନରେ ଥିଲା ଭଗବାନଙ୍କ ଦର୍ଶନ କରି କୃତାର୍ଥ କରିବେ ମନ ଓ ହୃଦୟ । ସେଥିପାଇଁ ସକାଳୁ ସକାଳୁ ପ୍ରଭୁଙ୍କ ଦର୍ଶନ ପାଇଁ କାହିଁ କେତେ ଦୁରରୁ ଚାଲିଆସିଲେ ପ୍ରଭୁ…

ଓଲଟିଲା ଯାତ୍ରାପାର୍ଟି ଟ୍ରକ, ୫ମୃତ

ବାରିପଦା: ଭାରସ୍ୟାମ ହରାଇ ଘାଟିରେ ଓଲଟିଲା ଯାତ୍ରାପାର୍ଟି ଟ୍ରକ । ଚାଲିଗଲା ୫ଜଣଙ୍କ ଜୀବନ । ମୟୂରଭଞ୍ଜ ଜିଲ୍ଲା ବାରିପଦା ୪୯ନଂ ଜାତୀୟ ରାଜପଥରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ଜଣ ଆହତ ହୋଇଛନ୍ତି । ସୂଚନା ଅନୁସାରେ,…

ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନଙ୍କ ଦ୍ଵାରା ପ୍ରସ୍ତୁତ ବାଲୁକାକଳାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ପରାକ୍ରମ ଦିବସ ତଥା ନେତାଜୀ ଜୟନ୍ତୀ ଅବସରରେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନଙ୍କ ଦ୍ଵାରା ପ୍ରସ୍ତୁତ ବାଲୁକାକଳାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି। ପରାକ୍ରମ ଦିବସ ଅବସରରେ ରେଡ ଫୋର୍ଟ ଠାରେ ଏକ ଆକର୍ଷଣୀୟ ତଥା ସୁନ୍ଦର୍ ବାଲୁକା କଳା ପ୍ରସ୍ତୁତ କରିଥିଲେ ପଦ୍ମଶ୍ରୀ…

ଆଉ ୨ଦିନ ରାଜ୍ୟରେ ବର୍ଷା ସମ୍ଭାବନା, ୨୬ରୁ ଆସିବ ପାଗରେ ପରିବର୍ତ୍ତନ

ଭୁବନେଶ୍ଵର: ରାଜ୍ୟରେ ଅସହ୍ୟ ଶୀତ ସାଙ୍ଗକୁ ଝିପଝିପ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଗତ ତିନି ଦିନ ହେବ ରାଜ୍ୟରେ ଏଭଳି ପାଗ ଦେଖିବାକୁ ମିଳୁଛି । ଅନ୍ୟପଟେ ରାଜ୍ୟରେ ଆଉ ୨ ଦିନ ଏହିପରି କୋହଲା ପାଗ ରହିବ ବୋଲି ସୂଚନା ମିଳିଛି । ଆଜି ଓ କାଲି ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ…

ଚିରନିଦ୍ରାରେ ଏସସିବିର ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣା

କଟକ: ଆଉ ନାହାନ୍ତି ଚିକିତ୍ସକ ଜଗତରେ ଅତି ପରିଚିତ ଚେହେରା ଡାକ୍ତର ଭୁବନାନନ୍ଦ ମହାରଣା । ୬୯ ବର୍ଷ ବୟସରେ କଟକ ଏସସିବିରେ ଚିକିତ୍ସାଧିନ ଅବସ୍ଥାରେ ସେ ତାଙ୍କର ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି । ଚିକିତ୍ସା ଜଗତରେ ତାଙ୍କର ଅବଦାନ ଅତୁଳନୀୟ । ମସ୍ତିଷ୍କାଘାତ ପାଇଁ ନିକଟରେ ତାଙ୍କର ଅପରେସନ…

କବିତା : ଅମରତ୍ବ

ରାମକୃଷ୍ଣ ଯେମିତି ବ୍ଲାକହୋଲ ସୁଡୁକିନିଏ ଗ୍ରହ ନକ୍ଷତ୍ର, ଯେମିତି ଅଗସ୍ତିର ବଡବାନଳରେ ନିଶେଷ ସପ୍ତ ସମୁଦ୍ରର ଜଳ ସେମିତି ସବାଖିଆ ମଣିଷର ଭୋକ ବ୍ୟାଦାନକୁ ଧସେଇ ପଶୁଛି ପୃଥିବୀ ସମେତ ସମଗ୍ର ଜୀବଜଗତ ସତେବା ପ୍ରଳୟ ନିଶ୍ଚିତ ଜାଣି ଯୁଦ୍ଧ ଭିତ୍ତିରେ ଆମେ ସାଇତି ରଖୁଛୁ ସବୁ…

କର୍ପୂରୀ ଠାକୁର: ସାମାଜିକ ନ୍ୟାୟର ବିଗୁଲ ଫୁଙ୍କିଥିବା ମହାନାୟକ

ପାଟନା: ବିହାରର ପୂର୍ବତନ ମୂଖ୍ୟମନ୍ତ୍ରୀ କର୍ପୂର ଠାକୁରଙ୍କୁ ଭାରତ ରତ୍ନ ସମ୍ମାନ ମିଳିବ ବୋଲି ଭାରତ ସରକାର ଘୋଷଣା କରିଛନ୍ତି । ବିହାରର ଏକ ସାଧାରଣ ପରିବାରରେ ୧୯୨୪ରେ ସେ ଜନ୍ମ ଗ୍ରହଣ କରିଥଲେ । ୧୯୪୨ରେ ସେ ଅସହଯୋଗ ଆନ୍ଦୋଳନରେ ଯୋଗ ଦେଇଥିଲେ । ଆଉ ଦିନକ ପରେ ତାଙ୍କର ଜନ୍ମ ଶତବାର୍ଷୀକ…