ନାବାଳିକାକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ, ଯୁବକ ଅଟକ
ଭଦ୍ରକ: ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତରେ ଅଭାବନୀୟ ଘଟଣା। ବିବାହିତ ପୁରୁଷର ଏକତରଫା ପ୍ରେମରୁ ଉନ୍ମତ୍ତ କାଣ୍ଡ। ନାବାଳିକାକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ। ଉକ୍ତ ଯୁବକକୁ ଧରି ପୋଲିସରେ ଜିମା ଦେଲେ ଗ୍ରାମବାସୀ। ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର ଜଣେ ୧୫ ବର୍ଷୀୟା…