Latest Odisha News

BREAKING NEWS

ଆସନ୍ତାକାଲି ୨.୩୦ ପର୍ଯ୍ୟନ୍ତ ବନ୍ଦ ରହିବ AIIMS, ଜାରି ରହିବ ଜରୁରୀକାଳୀନ ସେବା

ନୂଆଦିଲ୍ଲୀ: ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ସମଗ୍ର ଦେଶବାସୀ ଉତ୍ସାହିତ ରହିଛନ୍ତି । ଜାନୁଆରୀ ୨୨ତାରିଖରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ । ସେଥିପାଇଁ ସମସ୍ତ ସରକାରୀ ଅଫିସ୍ ଓ ଶିକ୍ଷାନୁଷ୍ଠାନକୁ ଅଧାଦିନ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଅପରାହ୍ନ ୨.୩୦ ପର୍ଯ୍ୟନ୍ତ…

ଓଜନ କମାଇବାରେ ସାହାର୍ଯ୍ୟ କରେ ଏହି ଚା, ଜାଣନ୍ତୁ ଏହାର ଫାଇଦା

ଭୁବନେଶ୍ଵର: ପ୍ରାୟତଃ ଆମ ମାନଙ୍କର ଦିନର ଆରମ୍ଭ ଏକ କପ୍‌ ଚା’ରୁ ହୋଇଥାଏ । କାରଣ ଆମ ଦେଶରେ ଅଧିକାଂଶ ଲୋକ ଚା’ର ସୌକିନ ଥାନ୍ତି । ଘରକୁ କେହି ଅତିଥି ଆସିଲେ ପ୍ରଥମେ କପେ ଚାହାରେ ହିଁ ତାଙ୍କ ସ୍ୱାଗତ କରାଯାଇ ଥାଏ । କିନ୍ତୁ ସକାଳୁ ସକାଳୁ ଖାଲି ପେଟରେ ଚା ପିଇବା ଦ୍ୱାରା ଅନେକ ସମସ୍ୟାର…

ପୁରୀରେ କେନ୍ଦ୍ର ଆୟୁଷ ମନ୍ତ୍ରୀ ସର୍ବାନନ୍ଦ ସୋନ୍ଵାଲ

ପୁରୀ: ପୁରୀରେ ପହଞ୍ଚି ଜଗନ୍ନାଥ ଦର୍ଶନ କରିଛନ୍ତି କେନ୍ଦ୍ର ଆୟୁଷ ମନ୍ତ୍ରୀ ସର୍ବାନନ୍ଦ ସୋନ୍ଵାଲ। ଜଗନ୍ନାଥ ମନ୍ଦିର ଆସି କେହି ଖାଲି ହାତରେ ଫେରେ ନାହିଁ ବରଂ ମହାପ୍ରଭୁ ବୁଦ୍ଧି, ବଳ,ଶକ୍ତି,ସାହସ ଦେଇଥାନ୍ତି ବୋଲି ଖୁବ୍ ଭାବବିହ୍ୱଳ ହୋଇ କହିଛନ୍ତି। ସେପଟେ ରାମଙ୍କର ପ୍ରାଣ ପ୍ରତିଷ୍ଠା…

ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ସାନିଧ୍ୟ ଗ୍ରହଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ନିରଞ୍ଜନ ଜ୍ୟୋତି

ପୁରୀ: ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରି ସାନିଧ୍ୟ ଗ୍ରହଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ନିରଞ୍ଜନ ଜ୍ୟୋତି । ସିଂହଦ୍ଵାରରେ ତାଙ୍କୁ ବିଜେପି ନୟାଗଡ଼ ମହିଳା ମୋର୍ଚା ପ୍ରଭାରୀ ରଞ୍ଜିତା ଦାସ ଖଣ୍ଡୁଆ ଦେଇ ସ୍ବାଗତ କରିଥିଲେ । ଖାଦ୍ୟ ଉପଭୋକ୍ତା ମାମଲା,ସାର୍ବଜନୀକ…

ମୁକ୍ତିଲାଭ କଲା “ଶାନ୍ତି ଆପାର୍ଟମେଣ୍ଟ”ର ମ୍ୟୁଜିକ୍ ଓ ଟ୍ରେଲର

ଭୁବନେଶ୍ବର : ସମ୍ପୂର୍ଣ୍ଣ ମୌଳିକ କାହାଣୀକୁ ନେଇ ପ୍ରସ୍ତୁତ ହୋଇଥିବା ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ଶାନ୍ତି ଆପାର୍ଟମେଣ୍ଟ’ର ମ୍ୟୁଜିକ ରିଲିଜ୍ ହୋଇଯାଇଛି । ଏହି ଅବସରରେ ସିନେମାର କଳାକାର ଓ ତେକ୍ନିସିଆନଙ୍କ ସମେତ ଓଲିଉଡ଼ ଜଗତର ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ । ଏହି ଚଳଚ୍ଚିତ୍ରର…

ବାଲୁକା କଳାରେ ଶୋଭା ପାଉଛନ୍ତି ପ୍ରଭୁ ଶ୍ରୀରାମ

ଅଯୋଧ୍ୟା: ରାମ ମୟ ଦେଶ । ରାମଙ୍କ ଭକ୍ତିରେ ଦେଶବାସୀ । ସେଥିପାଇଁ ଖୁବ ଜୋରସୋରରେ ଚାଲିଛି ସାଜ୍ଜସଜ୍ଜା । ଏହାରି ଭିତରେ ୫୦୦ ମିନିଚର୍ ବ୍ୟବହାର କରି ଭଗବାନ ଶ୍ରୀରାମଙ୍କ ୨୩ ଫୁଟର ବାଲୁକା କଳା ପ୍ରସ୍ତୁତ କରିଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ଅଯୋଧ୍ୟାରେ ସେ ଏହି…

ଶିଶୁ ଗଳ୍ପ : ପୁପୁନିର ଶୀତ ସକାଳ

କୁଞ୍ଜ ବିହାରୀ ସାହୁ ଆଜି ରବିବାର । ପୁପୁନି ଆରାମରେ ଶୋଇଛି । ସକାଳୁ ଉଠିପଡ଼ି ତା’ ବୋଉ ପୁପୁନିର ଦେହ ଉପରେ କମ୍ବଳ ଘୋଡ଼େଇଦେଲେ । ଭାବିଲେ – ଆଜି ତ ରାବିବାର ସ୍କୁଲ ଛୁଟି । ବାହାରେ ସିରିସିରି ପବନ ବୋହୁଛି । ବୁଲିଲେ ଦେହରେ ଥଣ୍ଡା ପଶିଯିବ । ପୁପୁନି ତ ଗେଲବରଷର । ତା ଦେହ…

କବିତା : ଭିଜାମାଟିର ସ୍ବପ୍ନ

ସସ୍ମିତା ତ୍ରିପାଠୀ ରୌଦ୍ରର ତାଣ୍ଡବ ଲୀଳା ଅତୃପ୍ତିର ହା ହୁତାଶମୟ କ୍ଳାନ୍ତି ବ୍ୟସ୍ତ ବିବ୍ରତ ମଧ୍ୟାହ୍ନର ଝାଞ୍ଜି ଶୀତଳ ସମୀର ମୃଦୁ ହିଲ୍ଲୋଳ ସ୍ପର୍ଶ ପାଇଁ ବ୍ୟାକୁଳିତ ପ୍ରାଣ ଉତ୍ତପ୍ତ ଜ୍ୱାଳାର ହାହାକାର ବନାଗ୍ନି ଦହନର ତାଡନା ଅସହ୍ୟ ବୋଧହୁଏ ମାଟି ପାଇଁ। ଦାବ ଦହନର…

ସୋଏବ ମଲ୍ଲିକଙ୍କଠାରୁ ‘ଖୁଲା’ ନେଇଛନ୍ତି ସାନିଆ ମିର୍ଜା, ଜାଣନ୍ତୁ କ’ଣ ରହିଛି…

ନୂଆଦିଲ୍ଲୀ: ଭାରତୀୟ ଟେନିସ୍ ତାରକା ସାନିଆ ମିର୍ଜାଙ୍କ ପାକିସ୍ତାନୀ ସ୍ୱାମୀ ଶୋଏବ ମଲ୍ଲିକ ତୃତୀୟ ବିବାହ କରିଛନ୍ତି। ଏହି ଖବରଟି ବହୁତ ଚର୍ଚ୍ଚାରେ ରହିଛି ଏବଂ ଇଣ୍ଟରନେଟରେ ମଧ୍ୟ ଭାଇରାଲ ହୋଇଛି । କ୍ରିକେଟର ସୋଏବ ମଲିକ ପାକିସ୍ତାନୀ ଅଭିନେତ୍ରୀ ସନା ଜାଭେଦଙ୍କୁ ବିବାହ କରିଛନ୍ତି,…

ସାଙ୍ଗ ସହଯୋଗରେ ଜେଜେ ମାଙ୍କୁ ହତ୍ୟା କଲା ନାତି, କାରଣ ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ: ଦିଲ୍ଲୀର ଶାହଦାରା ଅଞ୍ଚଳରେ ଜଣେ ୧୫ ବର୍ଷୀୟ ବାଳକ ଓ ତା'ର ସାଙ୍ଗକୁ ହତ୍ୟା ଓ ଚୋରି ଅଭିଯୋଗରେ ଗିରଫ କରାଯାଇଛି। ପୁଲିସ ମୁଖ୍ୟ ଅଭିଯୁକ୍ତଙ୍କ ଠାରୁ ନଗଦ ୧୪ ହଜାର ଟଙ୍କା ଜବତ କରିଛି, ଯିଏ ଅପରାଧ ସ୍ୱୀକାର କରିଛି। ଗୁରୁବାର ସନ୍ଧ୍ୟାରେ ଜିଟିବି ଏନକ୍ଲେଭରେ ବୃଦ୍ଧାଙ୍କ…