ଚିଲିକାରେ ଆରମ୍ଭ ହୋଇଛି ଡଲଫିନ ଗଣନା, ସାମିଲ୍ ହୋଇଛନ୍ତି ୧୮ ଟି ଟିମ୍
ଖୋର୍ଦ୍ଧା: ଏସିଆର ବୃହତ୍ତମ ଲୁଣ ହ୍ରଦ ଚିଲିକାରେ ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଚାଲିଛି ଡ଼ଲଫିନ ଗଣନା । ଚିଲିକା ବନ୍ୟପ୍ରାଣୀ ଡିଭିଜନର ସାତପଡା ଓ ବାଲୁଗାଁ ୨ଟି ରେଞ୍ଜରେ ଚାଲିଛି ଡଲଫିନ ଗଣନା । ୨ଟି ରେଞ୍ଜକୁ ୩ଟି ସେକ୍ଟରରେ ବିଭକ୍ତ କରାଯାଇଛି। ୩ଟି ସେକ୍ଟରରେ ୧୮ଟି ଟିମ ନିୟୋଜିତ…