ଏଥର ୭ ନୁହେଁ ୯ ଦିନ ହେବ ଭଦ୍ରକ କାଳୀପୂଜା;ପୂଜା ମଣ୍ଡପକୁ ୫୦ ହଜାର…
ଭଦ୍ରକ: ଐତିହାସିକ ଭଦ୍ରକ କାଳୀପୂଜା ପାଇଁ ପୂଜା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷଠାରୁ ପ୍ରତିବର୍ଷ ୯ ଦିନ ଧରି କାଳୀ ପୂଜା ଆୟୋଜନ ହେବ । ଅକ୍ଟୋବର ୨୯ରେ ଭସାଣ ଉତ୍ସବ ଲାଗି ସ୍ଥିର କରାଯାଇଛି। ଏହାସହ ସଂସ୍କୃତି ବିଭାଗ ପକ୍ଷରୁ ଜିଲ୍ଲାର ପ୍ରମୁଖ ୧୦ ମଣ୍ଡପକୁ ୫୦ ହଜାର ଟଙ୍କା…