Latest Odisha News

BREAKING NEWS

ମକର ସଂକ୍ରାନ୍ତିରେ ଅଘଟଣ: ଗୁଡି ସୂତା ଲାଗି ୨ ଆହତ

କଟକ: ମକର ସଂକ୍ରାନ୍ତି ପାଇଁ ଗାଁଠୁ ସହର ଚାରିଆଡେ ଏବେ ଉତ୍ସବର ମାହୋଲ । କିନ୍ତୁ ଏହାରି ଭିତରେ କଟକରେ ଘଟିଲା ଅଘଟଣ । ଗୁଡି ସୂତା ଲାଗି ଦୁଇ ଜଣ ବାଇକ୍ ଆରୋହି ଗୁରୁତର ଆହତ ହୋଇଛନ୍ତି । ଜଣଙ୍କର ବେକରେ ସୂତା ଲାଗିଥିବା ବେଳେ ଅନ୍ୟ ଜଣଙ୍କର ପାପୁଲିରେ ସୂତା ଲାଗି କଟିଯାଇଛି । ୨ ଯୁବକ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ: ଆଜିଠୁ ତିନି ଦିନ ଧରି ଚାଲିବ ମହାଯଜ୍ଞ

ପୁରୀ: ଆସନ୍ତା ୧୭ ତାରିଖରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ । ଏନେଇ ଚଳଚଞ୍ଚଳ ସମଗ୍ର ଶ୍ରୀକ୍ଷେତ୍ର । ଅଙ୍କୁର ପୂଜନ ପରେ ଆଜିଠୁ ଆରମ୍ଭ ହେବ । ତିନି ଦିନ ପର୍ଯ୍ୟନ୍ତ ଚାଲିବ ହୋମଯଜ୍ଞ । ଏଥିପାଇଁ ବରଣ ହୋଇଥିବା ବ୍ରାହ୍ମଣମାନେ ଚଣ୍ଡୀପାଠ ସହ ଅନ୍ୟାନ୍ୟ ମନ୍ତ୍ରପାଠ…

ଭାରତୀୟ ସେନା ଦିବସ: ଶାନ୍ତି, ସୁରକ୍ଷା ଓ ଏକତା ସୁନିଶ୍ଚିତ କରେ ସେନା

ନୂଆଦିଲ୍ଲୀ: ଖରା, ବର୍ଷା, ଶୀତକୁ ଖାତିର ନ କରି ସେମାନେ ଦିନରାତି ସୀମାରେ ପଇଁତରା ମାରନ୍ତି। ସେମାନେ ସୀମାନ୍ତର ଜାଗ୍ରତ ପ୍ରହରୀ। କୌଣସି ମୁହୂର୍ତ୍ତରେ ମଧ୍ୟ ଶତ୍ରୁପକ୍ଷର ଗୁଳିରେ ସେମାନଙ୍କ ଜୀବନ ଚାଲିଯାଇପାରେ। ତଥାପି ନିଜ ଜୀବନକୁ ବାଜି ଲଗାଇ ସେମାନେ ଦେଶର ସୁରକ୍ଷା କବଚ ସାଜିଛନ୍ତି।…

ଉପକାରୀ ପିସ୍ତା ବାଦାମ, ବଡ ଠୁ ବଡ ରୋଗର ବି ହୁଏ ସମାଧାନ

ଭୁବନେଶ୍ଵର: ସାଧାରଣତଃ ଲୋକମାନେ ଡ୍ରାଏ ଫୁଟ୍ ରେ ବାଦାମ ଖାଇବାକୁ ପରାମର୍ଶ ଦିଅନ୍ତି । କାରଣ ଡ୍ରାଏ ଫ୍ରୁଟ୍ ମଧୁମେହର ସ୍ତର ନିୟନ୍ତ୍ରଣ କରିବାରେ ସାହାଯ୍ୟ କରିଥାଏ । ଏହା ବ୍ୟତୀତ ଅନ୍ୟାନ୍ୟ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାର ସମ୍ମୁଖୀନ ହେଉଥିଲେ ମଧ୍ୟ ଡ୍ରାଏ ଫ୍ରୁଟ୍ ଖାଇବା ଉଚିତ୍ ।…

ବଲାଙ୍ଗୀର ରେଳ ଧାରଣରୁ ମୃତଦେହ ଠାବ, ଆତ୍ମହତ୍ୟା ସନ୍ଦେହ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଖୁଜେନପାଲି ରେଳ ଫାଟକ ନିକଟ ରେଳଧାରଣାରୁ ମୃତଦେହ ଠାବ । ମୃତକ ହେଲେ ବଲାଙ୍ଗୀର ବଣିକ ସଂଘର ସଭାପତି ତ୍ରିପୁରାରି ପାଣିଗ୍ରାହୀ ବୋଲି ଜଣାପଡିଛି । ଘଟଣାସ୍ଥଳରେ ରେଲଓ୍ବେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ମୁତାବକ, ଆଜି ସକାଳୁ ଖୁଜେନପାଲି ରେଳ…

ଆଜିଠୁ ବରଗଡ ଧନୁଯାତ୍ରା, ମଥୁରା ନଗରୀରେ ଆରମ୍ଭ ହେବ ମହାରାଜ କଂସଙ୍କ ରାଜୁତି

ବରଗଡ: ଆଜିଠୁ ଆରମ୍ଭ ହେଉଛି ବରଗଡର ବିଶ୍ଵ ପ୍ରସିଦ୍ଧ ଧନୁଯାତ୍ରା । ମଥୁରାନଗରୀରେ ଆରମ୍ଭ ହେବ ମହାରାଜ କଂସଙ୍କ ରାଜୁତି । କଂସଙ୍କ ରଡି ରେ କମ୍ପିବ ଧନୁଯାତ୍ରା ପଡିଆ । ୧୧ ଦିନ ଧରି ଚାଲିବ କଂସ ମହାରାଜଙ୍କ ଶାସନ । ଚଳିତବର୍ଷକୁ ମିଶାଇ ୧୧ ଥର ପାଇଁ କଂସ ଭୂମିକାରେ ଅଭିନୟ କରିବେ ହୃଷିକେଶ…

ଆଜି ପବିତ୍ର ମକର ସଂକ୍ରାନ୍ତି, ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ

ଭୁବନେଶ୍ବର: ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ…

ବିଶିଷ୍ଟ ଉର୍ଦ୍ଦୁ କବି ମୁନୱର ରାଣାଙ୍କ ପରଲୋକ, ୭୧ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ

ନୂଆଦିଲ୍ଲୀ: ପ୍ରଖ୍ୟାତ ଉର୍ଦ୍ଦୁ କବି ମୁନୱର ରାଣାଙ୍କର ଶନିବାର ୯୩ ବର୍ଷ ବୟସରେ ପରଲୋକ ହୋଇଯାଇଛି। ମୁନୱର ରାଣା ଦୀର୍ଘ ଦିନ ଧରି ରୋଗରେ ପୀଡ଼ିତ ଥିଲେ। ଲକ୍ଷ୍ନୌର ଏସଜିପିଜିଆଇରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। କବି ମୁନୱର ରାଣାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ…

ଯଶସ୍ୱୀ, ଶିବମଙ୍କ ବିସ୍ଫୋରକ ବ୍ୟାଟିଂରେ ଜିତିଲା ଭାରତ

ଇନ୍ଦୋର:ଯଶସ୍ୱୀ ଜୈସୱାଲ ଓ ଶିବମ ଦୁବେଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ଏଠାରେ ଅନୁଷ୍ଠିତ ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଟି୨୦କୁ ୬ ୱିକେଟରେ ଜିତି ନେଇଛି । ୧୭୩ ରନର ଲକ୍ଷ୍ୟକୁ ପିଛା କରି ଟିମ ଇଣ୍ଡିଆ ୧୫.୪ ଓଭରରେ ୪ଟି ୱିକେଟ ହରାଇ ଏହାକୁ ସହଜରେ ହାସଲ କରି ନେଇଥିଲା । ଏଥିସହ ୩…

ଟ୍ରାଫିକ ଜାଗିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ୟାମେରା, ଆପେ କଟିବ ଚାଲାଣ

ନୂଆଦିଲ୍ଲୀ: ଖୁବଶୀଘ୍ର ଟ୍ରାଫିକରେ ଲାଗିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ୟାମେରା । ଟ୍ରାଫିକ୍ ନିୟମର ଉଲ୍ଲଂଘନ ରୋକିବା ସହ ଚାଲାଣ କାଟିବା ପାଇଁ ଏହାକୁ ବ୍ୟବହାର କରାଯିବ । ରେଡ୍ ଲାଇଟ୍ ଜମ୍ପ୍, ଟ୍ରିପଲ୍ ରାଇଡିଂ, ସିଟ୍ ବେଲ୍ଟ ନ ପିନ୍ଧିବା, ଡ୍ରାଇଭିଂ ବେଳେ ମୋବାଇଲ୍ ବ୍ୟବହାର କରିବା,…