Latest Odisha News

BREAKING NEWS

ବଢିଲେ କୁମ୍ଭୀର, କମିଲେ ପକ୍ଷୀ: ସରିଲା ସାତକୋଶିଆ-ଭିତରକନିକା କୁମ୍ଭୀର ଓ ପକ୍ଷୀ ଗଣନା

ଅନୁଗୁଳ: ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭ୍ୟୟାରଣ୍ୟର କୁମ୍ଭୀର ଓ ପକ୍ଷୀ ଗଣନା ତାଲିକା ପ୍ରକାଶ ପାଇଛି । ଗତ ବର୍ଷ ତୁଳନାରେ ଚଳିତ ବର୍ଷ କୁମ୍ଭୀର ସଂଖ୍ୟା ବଢିଛି । ସେପଟେ ସାତକୋଶିଆରେ ପକ୍ଷୀଙ୍କ ସଂଖ୍ୟା କମିଥିବା ବେଳେ ନୂଆ ପ୍ରଜାତିର ପକ୍ଷୀ ସାତକୋଶିଆ ଆସିନଥିବା ଜଣାପଡିଛି । ସାତକୋଶିଆ…

ପାରାଦୀପ ପିଆଇସିଟି ବର୍ଥର ଜାହାଜରୁ କୋକେନ ଜବତ ଘଟଣା: ଅଟକ କ୍ରିୟୁ ମେମ୍ବରଙ୍କ ଆତ୍ମହତ୍ୟା ଉଦ୍ୟମ

ପାରାଦୀପ: ନୂଆ ମୋଡ ନେଇଛି ପାରାଦୀପ ପିଆଇସିଟି ବର୍ଥର ଜାହାଜରୁ କୋକେନ ଜବତ ଘଟଣା । କୋକେନ ଘଟଣାରେ ଅଟକ ଥିବା କ୍ରିୟୁ ମେମ୍ବର ବୁଇ ଙ୍କୁ ହୁ ସମୁଦ୍ରକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ବନ୍ଦରର ଆଙ୍କରେଜ ଏରିଆରେ ଏଭଳି ଘଟଣା ଘଟିଛି । ତାଙ୍କର ହାତ କଟା ଯାଇଥିବା ଅବସ୍ଥାରେ ସେ…

ଭାରତ ନ୍ୟାୟ ଯାତ୍ରା ଆରମ୍ଭରୁ କଂଗ୍ରେସକୁ ବଡ଼ ଝଟ୍କା, ହାତ ଛାଡିଲେ ମିଲିନ୍ଦ

ନୂଆଦିଲ୍ଲୀ: ଭାରତ ନ୍ୟାୟ ଯାତ୍ରା ଆରମ୍ଭରୁ କଂଗ୍ରେସକୁ ଲାଗିଲା ବଡ଼ ଝଟ୍‌କା । ଲୋକସଭା ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ରରେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ସାଂସଦ ମିଲିନ୍ଦ ଦେଓରା କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି । ଏ ନେଇ ସେ ନିଜ ‘ଏକ୍ସ’ ଏକାଉଣ୍ଟରେ ଏକ ପୋଷ୍ଟ କରି  ସୂଚନା…

ଲକ୍ଷ୍ମୀ ସାଆନ୍ତାଣୀ ଯେଉଁଠି ଅଛନ୍ତି ସେଠି ଭଣ୍ଡାର କେବେ ଖାଲି ରହିବ କି? ୫ଟି ଅଧକ୍ଷ ଭି କେ ପାଣ୍ଡିଆନଙ୍କୁ ଛାତ୍ର…

ପୁରୀ: 5T ଅଧକ୍ଷ ଭିକେ ପାଣ୍ଡିଆନଙ୍କ ଶ୍ରୀମନ୍ଦିର ଗସ୍ତକୁ ବିରୋଧ କଲା ଛାତ୍ର କଂଗ୍ରେସ । ପରିକ୍ରମା ପ୍ରକଳ୍ପକୁ କେନ୍ଦ୍ର କରି ହୋଇଥିବା ପ୍ରତିଶୃତି ପୁରଣ ନ ହେବା ଏବଂ ୪ଟି ଶୌଚାଳୟ ଓ ରାସ୍ତା ନିର୍ମାଣ କରି ଜଗତର ନାଥ ଜଗନ୍ନାଥ ଙ୍କ ନାମରେ ରାଜନୀତି କରିବା ତଥା ଅର୍ପଣ ରଥ ମାଧ୍ୟମରେ ନିଜ…

ଦେଢ଼ ମାସର ଶିଶୁ କନ୍ୟାକୁ ବଞ୍ଚେଇବାକୁ ଯାଇ ନିଆଁରେ ଜଳିଗଲେ ମାଆ

ଢେଙ୍କାନାଳ: ଭୁବନ ଥାନା କୃଷ୍ଣପୁର ଗାଁରେ ଅଭାବନୀୟ ଘଟଣା। ଦେଢ଼ ମାସର ଛୁଆକୁ ବଞ୍ଚାଇବାକୁ ଯାଇ ଜଳିଗଲେ ମାଆ। ଗୁରୁତର ମହିଳା ଜଣଙ୍କ ଭୁବନ ଥାନା ଯମୁନାକୋଟ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁର ଗାଁର ସୁନି ପାତ୍ର। ସୂଚନା ଅନୁସାରେ, ସୁନି ତାଙ୍କର ଦେଢମାସର ଛୁଆକୁ ଚୁଲି ପାଖରେ ଶୁଆଇ ତା…

ଆଜି କାଳିଆ ସାଆନ୍ତେଙ୍କ ନବାଙ୍କ ବେଶ, ଆସନ୍ତାକାଲି ମକର ସଂକ୍ରାନ୍ତିରେ ମହାପ୍ରଭୁ ପିନ୍ଧିବେ ମକର ଚୂଳ

ପୁରୀ: ଶ୍ରୀମନ୍ଦିରରେ ବର୍ଷକ ବାର ମାସରେ ତେର ପର୍ବ ପାଳନ କରାଯାଏ । ବର୍ଷ ତମାମ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ନାନାଦି ବେଶ କରାଯାଉଥିବା ବେଳେ ଆଜି ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନବାଙ୍କ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହେବ । ଆସନ୍ତାକାଲି ପବିତ୍ର…

ବିଶ୍ବର ସର୍ବୋଚ୍ଚ ଶୃଙ୍ଗ ଏଭରେଷ୍ଟରେ ବେସ କ୍ୟାମ୍ପ ଆରୋହଣ କରିଛନ୍ତି ଓଡ଼ିଆ ମହିଳା ମମତା

ଯାଜପୁର: ବିଶ୍ୱର ସର୍ବୋଚ୍ଚ ଶୃଙ୍ଗ ଏଭରେଷ୍ଟର ବେସ କ୍ୟାମ୍ପ ଆରୋହଣ କରିଛନ୍ତି ଓଡିଶାର ମହିଳା । ଓଡ଼ିଆ ମହିଳା ମମତା ରାଉତ ସଫଳତାର ସହ ମାଉଣ୍ଟ ଏଭରେଷ୍ଟ ଆରୋହଣ କରିଛନ୍ତି । ଯାଜପୁର ଜିଲା ଧର୍ମଶାଳା ପଟୁଣିଆ ଗ୍ରାମର ମୂଳ ବାସିନ୍ଦା ମମତା ଏବେ ଭୁବନେଶ୍ବର ଜଗନ୍ନାଥ ବିହାର ଅଞ୍ଚଳରେ…

ଅଧିକ ମାତ୍ରାରେ ଆଳୁର ସେବନ ହୋଇପାରେ କ୍ଷତିକାରକ, ଜାଣନ୍ତୁ କିପରି…

ଭୁବନେଶ୍ଵର: ଆମେ ପ୍ରତିଦିନ ଖାଦ୍ୟରେ ଆଳୁର ବ୍ୟବହାର କରିଥାଉ । ଖାଉଥିବା ପ୍ରତ୍ୟକ ଖାଦ୍ୟରେ ଆଳୁ ପଡିଥିଲେ ତ କଥା ସରିଲା । ସେ ଛୁଆ ହୁଅନ୍ତୁ କିମ୍ବା ବୟସ୍କ । ସମସ୍ତଙ୍କର ପ୍ରଥମ ପସନ୍ଦ ଥାଏ ଆଳୁ । କିନ୍ତୁ ଆଳୁର ଅତ୍ୟଧିକ ସେବନ ଶରୀର ଉପରେ ଖରାପ ପ୍ରଭାବ ପକାଇଥାଏ । କହିବାକୁ ଗଲେ,…

ବାୟୁ କିପରି ବିଷାକ୍ତ ହୁଏ, ମଣିଷ କେତେ ପ୍ରଦୂଷିତ ବାୟୁରେ ରହିପାରିବ?

ନୂଆଦିଲ୍ଲୀ: ଆମ ଦେଶରେ ବାୟୁ ପ୍ରଦୂଷଣର ସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଯାହାକୁ ଆମେ ଜାଣି ମଧ୍ୟ ଅଣଦେଖା କରିଥାଉ । ଅନେକ ଥର ଆମେ ଏହା ପ୍ରତି ଧ୍ୟାନ ଦେଉନାହୁଁ, କିନ୍ତୁ ପ୍ରଦୂଷିତ ବାୟୁ ଯୋଗୁଁ ମାନବ ଶରୀରରେ ଅନେକ ପ୍ରକାରର ରୋଗ ସୃଷ୍ଟି ହୋଇପାରେ । ବିଶ୍ୱ ସ୍ୱାସ୍ଥ୍ୟ…

5T ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟ: ଦ୍ବିତୀୟ ଦିନରେ ୩୨୭ ସ୍କୁଲ ଲୋକାର୍ପିତ

ଭୁବନେଶ୍ବର: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଦ୍ବିତୀୟ ଦିନ। ଆଜି ମୁଖ୍ୟମନ୍ତ୍ରୀ ୬ଟି ଜିଲ୍ଲାର ୩୨୭ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ୬ ଜିଲ୍ଲା-ମାଲକାନଗିରି, ବାଲେଶ୍ବର, ଗଜପତି, ଢେଙ୍କାନାଳ, କେନ୍ଦୁଝର ଓ କଟକ। ମାଲକାନଗିରି ଜିଲ୍ଲାର ୩୫ଟି ହାଇସ୍କୁଲ,…