ପୁଞ୍ଚ ସେକ୍ଟରରେ ସେନା ଗାଡ଼ି ଉପରେ ଆତଙ୍କୀ ହମଲା, ଚାଲିଛି ସର୍ଚ୍ଚ ଅପରେସନ
ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ପୁଞ୍ଚ ସେକ୍ଟରରେ ପୁଣି ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ। ଆଜି ସନ୍ଧ୍ୟାରେ ପୁଞ୍ଚ ଜିଲ୍ଲାର କ୍ରିଷ୍ଣା ଘାଟି ନିକଟରେ ଆତଙ୍କବାଦୀମାନେ ସେନା ଗାଡ଼ି ଉପରକୁ ଆକ୍ରମଣ କରିଛନ୍ତି । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି।…