ରାଜ୍ୟ ନିର୍ବାଚନ କମିଟି ଘୋଷଣା କଲା ଏଆଇସିସି
ଭୁବନେଶ୍ୱର: ଆସନ୍ତା ୨୦୨୪ ଲୋକସଭା ଓ ବିଧାନ ସଭା ନିର୍ବାଚନକୁ ଆଖି ଆଗରେ ରଖି ଆଜି ଏଆଇସିସି ତରଫରୁ ଓଡ଼ିଶା ପ୍ରଦେଶ କଂଗ୍ରେସ ନିର୍ବାଚନ କମିଟି ଘୋଷଣା କରାଯାଇଛି । ଏଆଇସିସି ସଭାପତି ଶ୍ରୀଯୁକ୍ତ ମଲ୍ଲିକାର୍ଜୁନ ଖର୍ଗେ ଉକ୍ତ କମିଟିକୁ ଅନୁମୋଦନ କରିଛନ୍ତି । ଏନେଇ ଏଆଇସିସିର ସାଧାରଣ…