ବରୋଦାଠାରୁ ୧୪୭ ରନରେ ହାରିଲା ଓଡିଶା
ଭୁବନେଶ୍ୱର: ଚଳିତ ରଣଜୀ ଟ୍ରଫି କ୍ରିକେଟରେ ବ୍ୟାଟ୍ସମ୍ୟାନଙ୍କ ନୈରାଶ୍ୟଜନକ ବ୍ୟାଟିଂ ପ୍ରଦର୍ଶନ ଯୋଗୁ ଓଡିଶା ୧୪୭ ରନରେ ବରୋଦା ନିକଟରୁ ପରାଜିତ ହୋଇଛି । ଏଥିସହ ଓଡିଶା ନୈରାଶ୍ୟଜନକ ଢ଼ଙ୍ଗରେ ତାର ଅଭିଯାନ ଆରମ୍ଭ କରିଛି । ମହେଶ ପିଥିୟାଙ୍କ ଚମତ୍କାର ବୋଲିଂ ପ୍ରଦର୍ଶନର ଜବାବ ଓଡିଶା…