Latest Odisha News

BREAKING NEWS

ଜୋରଦାର୍ ଚାଲିଛି ଅପରେସନ ହ୍ଵାଇଟ ସ୍ପାଇଡର, ନିଶା ବେପାରୀଙ୍କ ଉପରେ ନଜର

ଭୁବନେଶ୍ୱର: ଜୋରଦାର୍ ଚାଲିଛି ଅପରେସନ ହ୍ଵାଇଟ ସ୍ପାଇଡର। ସହରାଞ୍ଚଳ ପୋଲିସ ଜିଲ୍ଲାରେ ବିଭିନ୍ନ ନିଶା ଦ୍ରବ୍ୟର ବିକ୍ରୟ ଓ ସେବନକୁ ପ୍ରତିହତ କରିବା ନିମନ୍ତେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ନିଶା କାରବାର ବିରୋଧରେ ଥାନାସ୍ତରରେ ପ୍ରୟାସ କରାଯାଉଥିବା ବେଳେ ସ୍ଵତନ୍ତ୍ର ରୂପେ ଗଠିତ…

ଆସନ୍ତା ୯ରୁ ପୁରୀ ବେଳାଭୂମିରେ ଅନୁଷ୍ଠିତ ହେବ ୨୭ ତମ ଗ୍ଲୋରୀ ଫେଷ୍ଟିଭାଲ

ପୁରୀ: ଜାତୀୟ ଯୁବ ସମନ୍ୱିତ କେନ୍ଦ୍ର ଆନୁକୁଲ୍ୟରେ ଆସନ୍ତା ୯ ରୁ ୧୨ ତାରିଖ ପର୍ଯ୍ୟନ୍ତ ୨୭ ତମ ଗ୍ଲୋରୀ ଫେଷ୍ଟିଭାଲ ଅନୁଷ୍ଠିତ ହେବ । ୪ ଦିନ ବ୍ୟାପୀ ଆନ୍ତଃ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ସ୍ତରୀୟ ଏହି ମହୋତ୍ସବରେ ୧୫ଟି ବିଭାଗରେ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଚଳିତ ବର୍ଷର ମୁଖ୍ୟ…

ସ୍ୱସ୍ତି ମେହୁଲଙ୍କ ‘ରାମ ଆଏଙ୍ଗେ’ ଭଜନକୁ ମୋଦୀଙ୍କ ପ୍ରଶଂସା, କହିଲେ ଏହା ଶୁଣିବା ପରେ ଆଖି ଲୁହରେ ଭରିଯାଏ ଏବଂ ମନରେ…

ନୂଆଦିଲ୍ଲୀ: ରାମନଗରୀ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମ୍ ଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ପ୍ରାୟତଃ ଶେଷ ପର୍ଯ୍ୟାୟରେ । ଜାନୁଆରୀ ୨୨ ତାରିଖରେ ପ୍ରଧାନମନ୍ତ୍ରୀ ମୋଦୀ ଅଯୋଧ୍ୟାର ଭବ୍ୟ ରାମ ମନ୍ଦିର ପ୍ରତିଷ୍ଠା କରିବା ସହ ପ୍ରଭୁ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରିବେ । ସାରା ଦେଶରେ…

କମିଶନରେଟ୍ ପୋଲିସର ଅଭିନବ ପ୍ରୟାସ: ଚୋର ଧରେଇ ନେଇଯାଅ ୧୦ ହଜାର ଟଙ୍କାର ପୁରସ୍କାର

ଭୁବନେଶ୍ଵର: ଏଣିକି ଆପାର୍ଟମେଣ୍ଟ ଲୁଟେରାଙ୍କୁ ଧରିବା ହେବ ସହଜ । ସେଥିପାଇଁ କମିଶନରେଟ ପୋଲିସର ଅଭିନବ ପ୍ରୟାସ । ରାଜଧାନୀରେ କାନ୍ଥବାଡ଼ରେ ଲଗାଗଲା ମୋଷ୍ଟ ଓ୍ବାଣ୍ଟେଡ ଲୁଟେରାଙ୍କ ପୋଷ୍ଟର । ଚୋର ତଥା କୁଖ୍ୟାତ ଲୁଟେରାଙ୍କୁ ଧରିବାକୁ ଲୋକଙ୍କ ସାହାଯ୍ୟ ଲୋଡିଛି କମିଶନରେଟ ପୋଲିସ । ଚୋର…

ୱେବ୍ ସାମ୍ବାଦିକ ସୁରଜିତ ଧଳଙ୍କୁ ୩ ଦିନିଆ ରିମାଣ୍ଡରେ ନେବ EOW

ଭୁବନେଶ୍ଵର: ବିଲଡରଙ୍କୁ ଏକ କୋଟି ଟଙ୍କା ଠକେଇ ଅଭିଯୋଗରେ ଗତକାଲି ଗିରଫ ହୋଇଥିବା ୱେବ୍ ପୋର୍ଟାଲ୍ ସାମ୍ବାଦିକ ସୁରଜିତ ଧଳଙ୍କୁ ରିମାଣ୍ଡରେ ନେବ EOW । EOW ସୁରଜିତଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଥିଲା । କିନ୍ତୁ କୋର୍ଟ ୩ ଦିନିଆ ରିମାଣ୍ଡ ପାଇଁ EOWକୁ ଅନୁମତି…

ବାଂଲାଦେଶ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ମତଦାନ, ନିର୍ବାଚନକୁ ବର୍ଜନ କରିଛି ବିଏନପି

ବାଂଲାଦେଶ: ବାଂଲାଦେଶ ସାଧାରଣ ନିର୍ବାଚନ ପାଇଁ ଆଜି ସକାଳୁ ସକାଳି ଆରମ୍ଭ ହୋଇଛି ମତଦାନ । ଅନ୍ୟପକ୍ଷରେ ବେଆଇନ ସରକାରରେ ହିଂସା ବଢ଼ୁଥିବାରୁ ଏହାର ପ୍ରତିବାଦରେ ବିରୋଧୀ ଦଳ ବିଏନ୍‌ପି ଗତକାଲିଠାରୁ ୪୮ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ଫଳରେ ବିରୋଧୀ ଶୂନ୍ୟ ନିର୍ବାଚନରେ ପ୍ରଧାନମନ୍ତ୍ରୀ ଶେଖ୍‌…

ହାତୀ ଉଦ୍ଧାର କେନ୍ଦ୍ରରେ ଦନ୍ତା ହାତୀର ମୃତ୍ୟୁ

ଢେଙ୍କାନାଳ: ହାତୀ ଉଦ୍ଧାର କେନ୍ଦ୍ରରେ ଦନ୍ତା ହାତୀର ମୃତ୍ୟୁ । ଢେଙ୍କାନାଳ କପିଳାସ ପ୍ରାଣୀ ଉଦ୍ୟାନରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି । ଗତକାଲି ବୌଦ୍ଧରୁ ଆସିଥିଲା ଅସୁସ୍ଥ ଦନ୍ତା ହାତୀ । ମୃତ ହାତୀଟିର ବୟସ ୩୦ରୁ ୩୫ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ତେବେ ଦନ୍ତା ହାତୀଟିର…

ବାରି ବଗିଚାରେ ମିଳୁଥିବା ଏକ ସାଧାରଣ ଫୁଲ ଗଛରୁ ମିଳିପାରେ କର୍କଟ ଭଳି ଭୟଙ୍କର ରୋଗରୁ ନିସ୍ତାର । ଜାଣନ୍ତୁ…

ଭୁବନେଶ୍ଵର: ଆଜିକା ସମୟରେ ଅଧିକାଂଶ ଲୋକ ମଧୁମେହ ରୋଗର ଶିକାର ହେଉଛନ୍ତି । ପାଗ ବଦଳିବା ହେତୁ ଜ୍ଵର, ଥଣ୍ଡା, କାଶ, ସଂକ୍ରମଣ ଭଳି ରୋଗ ବି ଲାଗି ରହିଛି । ଏମିତିରେ ରୋଗରୁ ଇମ୍ୟୁନିଟି ପାୱାର୍ ବା ରୋଗ ପ୍ରତିରୋଧକ କ୍ଷମତା ବି ଦୁ୍ର୍ବଳ ହୋଇ ଯାଇଥାଏ । ତେବେ ଶରୀରରେ ଇମ୍ୟୁନ୍ ପାୱାର୍ କୁ…

ଓଡିଶା ରାଜସ୍ଵ ଅମଲା ସଂଘର ଦାବି ପୂରଣ କଲେ ରାଜ୍ୟ ସରକାର

ଭୁବନେଶ୍ଵର: ଓଡ଼ିଶା ରାଜସ୍ବ ଅମଲା ସଂଘର ୨୦୧୭ ମସିହା ଠାରୁ  ବହୁ ପ୍ରତୀକ୍ଷିତ  ପୃଥକ ପାହ୍ୟା (Separate Cadre)ଦାବି ଆଜି ରାଜ୍ଯ ସରକାର ପୂରଣ କରିଛନ୍ତି । ଏନେଇ ସାଧାରଣ ପ୍ରଶାସନ ଓ  ଅଭିଯୋଗ ବିଭାଗର ପତ୍ର ସଂଖ୍ୟା ୬୯୮ ତା ୦୬.୦ ୧.୨୦୨୪ ରିଖରେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି l…

ଶିଶୁ କବିତା : ଯାତରା ଦେଖା

ପୂଣ୍ୟପ୍ରଭା ଦେବୀ  ବୁଢ଼ା ଡାକି କହେ ବୁଢୀ ଲୋ ପିନ୍ଧିନେ ଭଲ ଶାଢୀ ଲୋ ବୁଲିବାକୁ ଯିବା ଝୁଲଣ ଯାତରା କିଣିବା ତୋ ପାଇଁ ଚୁଡ଼ି ଲୋ। ବୁଢ଼ା ବୁଢୀ ହୋଇ ସାଥିରେ ଗଲେ ସେ ଝୁଲଣ ରାତିରେ ଦେଖିଲେ ବସିଛି ଦୋକାନ ବଜାର କିଣା ବିକା ନାନା ଜାତିରେ। ବୁଢ଼ା ସିନା ନେଲା ବୁଢ଼ୀକି…