ଜମ୍ମୁ-କାଶ୍ମୀରର ସ୍ଥିତି ସମୀକ୍ଷା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ସୁରକ୍ଷା ସ୍ଥିତି ସମୀକ୍ଷା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଦିଲ୍ଲୀର ସାଉଥ ବ୍ଲକରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ସ୍ଥଳସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ, ଜମ୍ମୁ-କାଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା, ମୁଖ୍ୟ ଶାସନ ସଚିବ ଅଟଳ…